ସୁଦାନରେ ଆଦିବାସୀଙ୍କ ମଧ୍ୟରେ ରକ୍ତ ସଂଘର୍ଷ:୩୭ ମୃତ, ୨୦୦ରୁ ଅଧିକ ଆହତ

ଖାର୍ଟୁମ,୨୭।୮: ପୂର୍ବ ସୁଦାନରେ ଦୁଇ ଆଦିବାସୀଙ୍କ ମଧ୍ୟରେ ରକ୍ତ ସଂଘର୍ଷ ଘଟି ୩୭ ଜଣଙ୍କ ମୃତ୍ୟୁ ଘଟିଛି ଓ ୨୦୦ରୁ ଊଦ୍ଧର୍‌ବ ଆହତ ହୋଇଛନ୍ତି। ଏହି ରକ୍ତାକ୍ତ ସଂଘର୍ଷ ବାନି ଅମେର ଏବଂ ନୁବା ଆଦିବାସୀ ସମ୍ପଦ୍ରାୟ ମଧ୍ୟରେ ଘଟିଛିି। ପ୍ରାୟ ସପ୍ତାହେ ହେବ ଆଦିବାସୀଙ୍କ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଜାରି ରହିଛି। ଏହି ସଂଘର୍ଷ ପଛରେ ଥିବା କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।

Share