ସୁଦୀପ ନାଗ ଏନ୍‌ଟିପିସି ନୂଆ ସିଜିଏମ୍‌

ତାଳଚେର,୨୩ା୧୦(ନି.ପ୍ର.) – ଅନୁଗୋଳ ଜିଲା କଣିହାଁସ୍ଥିତ ଏନ୍‌ଟିପିସି ପ୍ରକଳ୍ପର ନୂତନ ଚିଫ୍‌ ଜେନେରାଲ ମ୍ୟାନେଜର (ସିଜିଏମ୍‌) ଭାବେ ସୁଦୀପ ନାଗ ମଙ୍ଗଳବାରଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏକଜିକ୍ୟୁଟିଭ ଡାଇରେକ୍ଟର ରମେଶ ବାବୁ ଭି. ସିଏମ୍‌ଡି ଏବଂ ଡେଜିକନେଟେଡ ଡାଇରେକ୍ଟର(ଅପରେଶନ୍ସ) ପଦବୀକୁ ଉନ୍ନୀତ ହେବାପରେ ଏହି ପଦବୀ ଖାଲି ପଡିଥିଲା। ନୂଆ ସିଜିଏମ୍‌ ସୁଦୀପ ଏନ୍‌ଟିପିସିର ଅପରେଶନ, ମେକାନିକାଲ ମେଣ୍ଟେନାନ୍ସ, ଇଇଏମଜି, ଅପରେଶନ ସର୍ଭିସ ଏବଂ ବିଜିନେସ ଡେଭେଲପମେଣ୍ଟ ଆଦି ବିଭାଗରେ ଦୀର୍ଘ ୩୨ ବର୍ଷ ଧରି କାର୍ଯ୍ୟ ସମ୍ପାଦନା କରିଛନ୍ତି। ସେ ଏନ୍‌ଆଇଟି ଦୁର୍ଗାପୁରରୁ ମେକାନିକାଲ ଇଞ୍ଜିନିୟରିଂରେ ଗ୍ରାଜୁଏଟ୍‌ ଭାବେ ଉତ୍ତୀର୍ଣ୍ଣ ହେବାପରେ ୧୯୮୭ରେ ଏନ୍‌ଟିପିସିରେ ଯୋଗ ଦେଇଥିଲେ। ଏମ୍‌ଡିଆଇ ଗୁରଗାଓଁରୁ ବିଜିନେସ ମ୍ୟାନେଜମେଣ୍ଟରେ ସେ ପିଜି ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଦୁଃଖ: ମିଳିଲାନି ଟୋକନ, ଚିକିତ୍ସା ପାଇଁ କମ୍ ଦରରେ ଧାନ ବିକିଲେ ଚାଷୀ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) :  ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି…

ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’ ଉନ୍ମୋଚିତ

ଭୁବନେଶ୍ୱର,୧୯।୪: ଟାଇମ୍‌ପାସ୍‌ ପ୍ରକାଶନ ସଂସ୍ଥା ଦ୍ୱାରା ଭୁବନେଶ୍ୱର ବୁଦ୍ଧ ମନ୍ଦିର ଠାରେ ଆୟୋଜିତ ବହି ବିଷୁବ କାର୍ଯ୍ୟକ୍ରମରେ ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’…

ଚଢ଼ାଉ ବେଳେ ଟ୍ରାକ୍ଟର ଚଢ଼ାଇ ଦେଲେ: ତହସିଲଦାର ଗୁରୁତର

ଯାଜପୁର/ବ୍ୟାସନଗର (ହର୍ଷବର୍ଦ୍ଧନ ବେହେରା/ ପବିତ୍ର ରଞ୍ଜନ ମହାନ୍ତି), ୧୯ା୪ : ମାଟି ଚୋରାଚାଲାଣ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଯାଜପୁର ଜିଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri