ବ୍ରହ୍ମପୁର ଅଫିସ,୨୦ା୫-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ସ୍ବତନ୍ତ୍ର ସୁଧାର ଗୃହରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ବେଳେ ସେଠାରେ ଥିବା ୭ ଜଣ ଅନ୍ତେବାସୀ ଫେରାର ହୋଇଯାଇଛନ୍ତି। ଏପରିକି ଅନ୍ତେବାସୀମାନେ ସୁରକ୍ଷା କର୍ମୀଙ୍କୁ ମାରଣାସ୍ତ୍ର ଦେଖାଇବା ସହ ଆକ୍ରମଣ କରିଥିବା ନେଇ ଡି.ରାମଣା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନଂ.୧୧୩/୨୦ରେ ଏକ ମାମଲା ରୁଜୁ କରି ଫେରାର ଅନ୍ତେବାସୀଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି ବୋଲି ଥାନାଧିକାରୀ ସାରଦା ପ୍ରସନ୍ନ ଦାଶ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ବିଭିନ୍ନ ଅପରାଧରେ ସମ୍ପୃକ୍ତ ଥାଇ ସୁଧାର ଗୃହରେ ଥିବା ଫୁଲବାଣୀ, କଳାହାଣ୍ଡି, ନୟାଗଡ଼ ଓ ଗଞ୍ଜାମ ଜିଲାର ନାବାଳକମାନେ ଯୋଜନାବଦ୍ଧ ଭାବେ ମଙ୍ଗଳବାର ସକାଳେ ସୁରକ୍ଷା କର୍ମୀଙ୍କୁ ଆକ୍ରମଣ କରିଥିଲେ। ଏପରିକି ତାଙ୍କ ପକେଟରୁ ଚାବି ବାହାର କରି ଗେଟ୍ ଖୋଲି ଫେରାର ହୋଇଯାଇଥିଲେ। ସୁଧାର ଗୃହ ନିକଟରେ ଥିବା ରେଳ ଧାରଣା କଡ଼ରେ ସେମାନେ ଦୌଡ଼ୁଥିବା ବେଳେ ସୁରକ୍ଷା କର୍ମୀ ରାମଣା ପିଛା କରିଥିଲେ ମଧ୍ୟ ଧରିପାରି ନ ଥିଲେ। ଅନ୍ତେବାସୀମାନେ କ’ଣ ପାଇଁ ଫେରାର ହୋଇଯାଇଛନ୍ତିି ତାର କାରଣ ଜଣାପଡିନାହିଁ।
Posted inଆମ ଜିଲା ଖବର, ଗଞ୍ଜାମ View All
କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…
କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…
କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…
କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍ କନ୍କ୍ଲେଭ୍’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା
ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍ ସ୍ତରୀୟ ୟୁଥ୍ କନ୍କ୍ଲେଭ୍ ତଥା…
ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…
ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…
ଭୟଙ୍କର ଦୁର୍ଘଟଣା; ଟ୍ରକ୍-ବାଇକ୍ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର
ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍-ବାଇକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…
କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….
କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…
ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

