ସୁନାରେ ଖାଦ ମିଶୁଥିବା କଥାକୁ ଖଣ୍ଡନ କଲା ରାଜ୍ୟ ଜୁଏଲେରୀ ସଂଘ

କଟକ ଅଫିସ,୪।୧୨: ରାଜ୍ୟର ଛୋଟରୁ ବଡ଼ ସୁନା ଦୋକାନୀମାନେ ଗ୍ରାହକଙ୍କୁ ଠକୁଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯିବା ପରେ ଏହାକୁ ଖଣ୍ଡନ କରିଛି ରାଜ୍ୟ ଜୁଏଲେରୀ ସଂଘ। ବୁଧବାର କଟକରେ ଏକ ଖବରଦାତା ସମ୍ମିଳନୀରେ ବ୍ୟବସାୟୀମାନେ ଏହାକୁ ଖଣ୍ଡନ କରିବା ସହ ଏପରି ହେବା ଦ୍ୱାରା ଗ୍ରାହକଙ୍କ ପ୍ରଶ୍ନର ସମ୍ମୁଖୀନ ହେବାକୁ ପଡ଼ୁଛି ବୋଲି କହିଛନ୍ତି। ତେଣୁ ଏପରି ବିବୃତି ଦେବା ପୂର୍ବରୁ ମନ୍ତ୍ରୀ ଯତ୍ନବାନ ହେବେ ବୋଲି ସଂଘ ଆଶା ରଖିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri