ସୁନାରେ ତିଆରି ହେଲା ଏଟିଏମ୍‌ କାର୍ଡ

ଲଣ୍ଡନ,୧୩।୧୦: ଇଂଲଣ୍ଡରେ ଏକ କମ୍ପାନୀ ପ୍ରଥମ ସୁନା ଏଟିଏମ୍‌ କାର୍ଡ ତିଆରି କରିଛି। ସରକାରୀ କମ୍ପାନୀ ଦି ରୟାଲ ମିଣ୍ଟ୍‌ ପକ୍ଷରୁ ଏହି କାର୍ଡ ତିଆରି ହୋଇଛି। ଏହି କାର୍ଡକୁ ରାରିସ୍‌ ଭାବେ ନାମିତ କରାଯାଇଛି। ୧୮ କ୍ୟାରେଟ୍‌ ସୁନାରେ ତିଆରି ହୋଇଥିବା ଏହି କାର୍ଡର ଦାମ୍‌ ୧୮,୭୫୦ ୟୁରୋ ରହିଛି। ଏହାର ଦାମ୍‌ ଭାରତୀୟ ମୁଦ୍ରାରେ ପ୍ରାୟ ୧୪ ଲକ୍ଷ ୭୦ ହଜାର ଟଙ୍କା ହେବ। ଏହା ସୀମିତ ଗ୍ରାହକଙ୍କୁ ଦିଆଯିବ। ଏଥିରେ ସାଧାରଣ ଏଟିଏମ୍‌ କାର୍ଡ ଭଳି ଗ୍ରାହକଙ୍କ ନାମ, ନମ୍ବର ଏବଂ ବ୍ୟାଙ୍କ ତଥ୍ୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମୁହାଁ ‘ସୁପର ଏଲ୍‌ ନିନୋ’, ରାଜ୍ୟରେ ପଡିବ ମରୁଡ଼ି! ଜାଣନ୍ତୁ କ’ଣ କହିଲା ପାଣିପାଗ ବିଭାଗ

ଭୁବନେଶ୍ୱର,୪।୬: ଓଡ଼ିଶାର ପାଣିପାଗକୁ ନେଇ ଆସିଛି ଏକ ଚିନ୍ତାଜନକ ଖବର। ଚଳିତ ବର୍ଷ ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହେଉଥିବା ‘ସୁପର ଏଲ ନିନୋ’ (Super El Ni୦o)…

ଶ୍ୱଶୁରଘର ଗାଁ ଚାଷଜମିରେ ଜ୍ୱାଇଁଙ୍କ ମୃତଦେହ, ଅଭିଯୋଗ ଆଣି ମୃତକଙ୍କ ମା’ କହିଲେ ବୋହୂ ତାଙ୍କ…

ଆଳି,୪ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନାଟରା ଗ୍ରାମର ବାବନ ସେଠୀ(୪୫)ଙ୍କ ମୃତଦେହ ତାଙ୍କ ଶ୍ୱଶୁରଘର ମାନପୁର ଗାଁ ଚାଷଜମିରୁ ଜବତ କରାଯାଇଛି। ତାଙ୍କୁ…

ଶଗଡ଼କୁ ଧକ୍କା ଦେଲା ହାଇଓ୍ବା: ଚାଲିଗଲା ୨ ସାଙ୍ଗଙ୍କ ଜୀବନ, କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଇକ ଜଗନ୍ନାଥପୁର-ପ୍ରତାପଗିରି ଗ୍ରାମ ଛକ ପୋଖରୀ ନିକଟ ବୁଲାଣି ରାସ୍ତାରେ ଦ୍ରୁତଗତିରେ ଯାଉଥିବା ବାଲି ବୋଝେଇ ହାଇୱା…

ବନ୍ଧା ହେଲେ ଆୟକର ଅଧିକାରୀ: ୪ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ଭଦ୍ରକ, ୪।୬(ସନାତନ ରାଉତ): ଭଦ୍ରକ ଆୟକର ସୁପରିଟେଣ୍ଡେଣ୍ଟ ରମେଶ ମହାନ୍ତିଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ସିବିଆଇ। ଜଣେ ବ୍ୟକ୍ତିଙ୍କ ନକଲି ପାନ କାର୍ଡ ଡିଲିଟ…

ଉପକୂଳ ଅଞ୍ଚଳରେ ବୃଦ୍ଧିପାଉଛି ଦେଶୀ ହାଣ୍ଡିଆ ଭାଟି: ନିଶା ସେବନ କରି ଯୁବପିଢ଼ି…

ମହାକାଳପଡ଼ା,୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ଦେଶୀ ହାଣ୍ଡିଆ ଭାଟି। ବିଶେଷ କରି ଏହି ଅଞ୍ଚଳର…

ଜୁନ୍‌ ୨୦ ପାଇଁ ୧୦ ବିଭାଗର ତତ୍ପରତା: ପୂରାଦମ୍‌ରେ ଲାଗିପଡ଼ିଛନ୍ତି ଅଧିକାରୀ

ଭୁବନେଶ୍ୱର,୪ା୬(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟବାସୀଙ୍କୁ ପାନୀୟଜଳ ଯୋଗାଇବାଠାରୁ ଆରମ୍ଭ କରି ଗମନାଗମନ…

ଓଡ଼ିଶାରେ ଚାଲିବ ଗ୍ରୀନ୍‌ ହାଇଡ୍ରୋଜେନ ବସ୍‌: ଏହିସବୁ କରିଡରରେ ମିଳିବ ସେବା

ଭୁବନେଶ୍ୱର,୪ା୬(ସୁଚିସ୍ମିତା ସାହୁ):ରାଜ୍ୟରେ ସ୍ଥାୟୀ ସହରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରାଯିବା ସହ ସ୍ବଚ୍ଛ ଶକ୍ତି ସଂକ୍ରାନ୍ତ ରୂପାନ୍ତରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ। ଏହି କ୍ରମରେ ଓଡ଼ିଶାରେ ଗ୍ରୀନ୍‌…

ଯାହାକୁ ଡରୁଥିଲେ ଟ୍ରମ୍ପ, ଶେଷରେ ତାହା ହିଁ ଘଟିଲା: ନିଜ ଲୋକ ବି ଦେଲେ ଧୋକା

ଓ୍ବାଶିଂଟନ୍‌,୪।୬: ଇରାନ ସହିତ ସଂଘର୍ଷକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଇରାନ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ସୀମିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri