ସୁନା ଚେନ୍‌ ଲୁଟେରା ସକ୍ରିୟ: ଗୋଟିଏ ଦିନରେ ଝାମ୍ପିନେଲେ ୨ ସୁନା ଚେନ୍‌

ରାୟଗଡ଼ା ଅଫିସ,୬।୧୨: ରାୟଗଡ଼ା ସହରରେ ସୁନା ଚେନ୍‌ ଲୁଟେରା ସକ୍ରିୟ ହେବାରେ ଲାଗିଛନ୍ତି। ଗୋଟିଏ ଦିନରେ ୨ଟି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସକାଳେ ଇନ୍ଦ୍ରାନଗର ୫ମ ଗଳିରେ ବୁଲୁବାଳା ବେହେରା (୫୮) ଘର ସାମ୍ନାରେ ଫୁଲ ତୋଳୁଥିବା ସମୟରେ ହଠାତ୍‌ ୨ ଜଣା ଅଜଣା ବ୍ୟକ୍ତି ଏକ କଳା ବାଇକ୍‌ରେ ଆସି ତାଙ୍କ ବେକରୁ ସୁନା ଚେନ୍‌ ଝାମ୍ପି ନେଇଛନ୍ତି। ଯାହା ୩ ଭରି ଓଜନର ହେବ। ଠିକ୍‌ ଏହି ସମୟରେ ନିଉ କଲୋନୀ ୩ୟ ଲାଇନର ସୁଶୀଳା ମହାପାତ୍ର ନିଜ ଘର ସାମ୍ନାରୁ ଫୁଲ ତୋଳିବା ବେଳେ ତାଙ୍କ ବେକରୁ ବି ୩ ଭରି ଓଜନର ଏକ ସୁନା ଚେନ୍‌ ୨ ଜଣା ଅଜଣା ବ୍ୟକ୍ତି ବାଇକରେ ଆସି ଝାମ୍ପି ନେଇଛନ୍ତି। ଉଭୟଙ୍କ ପରିବାର ଲୋକେ ରାୟଗଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ…

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା…

ରାଗିଯାଇ ପଡ଼ିଆରେ ଏମିତି କାମ କଲେ ହାର୍ଦ୍ଦିକ ପାଣ୍ଡ୍ୟା: BCCI ଦେଲା ଦଣ୍ଡ

ନୂଆଦିଲ୍ଲୀ,୨୧।୫: ଖେଳାଳି ଏବଂ ଦଳ ଅଧିକାରୀମାନଙ୍କ ପାଇଁ ପ୍ରଯୁଜ୍ୟ ଆଇପିଏଲ ଆଚରଣ ସଂହିତା (ସ୍ତର ୧) ଉଲ୍ଲଂଘନ କରି ଫସିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା।…

୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri