ସୁନ୍ଦରଗଡ଼ରେ ଅଭିବାଦନ ରଖିଲେ ମୁଖ୍ୟମନ୍ତ୍ରୀ: ବିର୍ସା ମୁଣ୍ଡାଙ୍କ ନାମରେ ଘୋଷଣା କଲେ ହକି ଷ୍ଟାଡିୟମ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଇଛନ୍ତି। ରାଉରକେଲାଠାରେ ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମ ସହ ଜିଲାର ୧୭ଟି ବ୍ଲକରେ ଆଷ୍ଟ୍ରୋଟର୍ଫ ନିର୍ମାଣ ହେବ। ଜିଲାର ବିକାଶ ଲାଗି ସରକାର ପ୍ରାୟ ୪,୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତରେ ରାଉରକେଲା ସହର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଉଠିଛି।
ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଅଭିବାଦନ ଦେଇ କହିଛନ୍ତି, ଆପଣ ମାନକେ ସବକେ ମୋର ଜୁହାର । ଆଜି ରାଉରକେଲା ଆସି ମୁଁ ବହୁତ ଖୁସି। ହକିର ଅନ୍ତୁଡ଼ିଶାଳରେ ମୁଁ ପହଞ୍ଚତ୍ ଅତ୍ୟନ୍ତ ଆନନ୍ଦ ଅନୁଭବ କରୁଛି। ବିକାଶର ମୂଳଦୁଆ ପକାଇଥିଲେ ବିଜୁବାବୁ, ତେଣୁ ଯେବେ ରାଉରକେଲା ଆସେ ବିଜୁବାବୁଙ୍କ କଥା ମନେପଡେ ବୋଲି ଅଭିବାଦନ ଆରମ୍ଭରୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ରାଉରକେଲାରେ ନିର୍ମାଣ ହେବାକୁ ଯାଉଥିବା ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମର ନାଁ ମହାନ୍‌ ସ୍ବାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ଏହାପରେ ସୁନ୍ଦରଗଡ଼ ହକିର ଅନ୍ତୁଡ଼ିଶାଳ ବୋଲି ସେ କହିଛନ୍ତି। ଏହି ଜିଲାର ଖେଳାଳି ହକି ପାଇଁ ଦେଶରେ ଗର୍ବ ଓ ଗୌରବ ଆଣିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri