ସୁନ୍ଦରଗଡ଼ରେ ଆଉ ୪ ପଜିଟିଭ୍‌ ଚିହ୍ନଟ: ୩୭ରେ ପହଞ୍ଚିଲା ମୋଟ କରୋନା ଆକ୍ରାନ୍ତ ସଂଖ୍ୟା

ସୁନ୍ଦରଗଡ଼,୨୪।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୪ଜଣ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ପୁରୁଷ ଏବଂ ଜଣେ ମହିଳା ରହିଛନ୍ତି। ସେମାନଙ୍କ ମଧ୍ୟରେ ଦୁଇଜଣ ମହାରାଷ୍ଟ୍ର ଫେରନ୍ତା ଥିବା ବେଳେ ଜଣେ ଚେନ୍ନାଇ ଫେରନ୍ତା ଅଛନ୍ତି। ସେମାନେ ବିଶ୍ରା ଓ ଲାଠିକଟା ବ୍ଲକ ଅଞ୍ଚଳର। ଗତ ୨୨ ତାରିଖରେ ଆକ୍ରାନ୍ତଙ୍କମାନଙ୍କର ସ୍ବାବ୍‌ ଟେଷ୍ଟ କରାଯାଇଥିଲା। ଏବେ ସେମାନଙ୍କ ନମୁନା ପଜିଟିଭ୍‌ ଆସିବା ପରେ ସେମାନଙ୍କୁ ରାଉରକେଲାସ୍ଥିତ କୋଭିଡ ହସ୍ପିଟାଲକୁ ପଠାଯାଇଛି। ସେମାନଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ କରାଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ବର୍ତ୍ତମାନ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri