ସୁନ୍ଦରଗଡ଼ରେ ପହଞ୍ଚିଲା ମୌସୁମୀ: ଜାରିରହିଛି ବର୍ଷା

ସୁନ୍ଦରଗଡ଼,୧୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ରେ ମୌସୁମୀ ପହଞ୍ଚିଛି। ଫଳରେ ଶନିବାର ରାତିରୁ ରବିବାର ପର୍ଯ୍ୟନ୍ତ ବର୍ଷା ଲାଗିରହିଛି। ଜିଲାରେ ହାରାହାରି ୬୨.୫୯ ମିମି ବର୍ଷା ହୋଇଥିବା ଜିଲା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୂଚନା ଅନୁସାରେ ୧୭ଟି ବ୍ଲକରେ ୧୦୬୪.୧ମିମି ବର୍ଷା ହୋଇଛି। ସେଥିମଧ୍ୟରୁ ସୁନ୍ଦରଗଡ଼ ସଦର ବ୍ଲକରେ ସର୍ବାଧିକ ୧୫୮.୦ ମିମି ବର୍ଷା ହୋଇଛି। ଲେଫ୍ରିପଡ଼ା ବ୍ଲକରେ ୧୫୨ ମିମି, କୁତ୍ରା ବ୍ଲକରେ ୧୦୨ ମିମି ବର୍ଷା ଓ ହେମଗିରି ବ୍ଲକରେ ସର୍ବନିମ୍ନ ୪.୦ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି। ଜିଲାରେ ବଜ୍ରପାତରେ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଅଧ୍ୟାପକଙ୍କ ଅକାଳ ବିୟୋଗ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୭।୯ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅନ୍ତର୍ଗତ କୁନ୍ଦେଇପାଲି ଗ୍ରାମର ଯୁବ ଅଧ୍ୟାପକ କୁମୁଦଚନ୍ଦ୍ର ବାଗ (୪୮)ଙ୍କର ଆଜି ଅକାଳ…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri