ସୁନ୍ଦରଗଡ଼ ଜିଲାରେ ଆଉ ୮ କରୋନା ପଜିଟିଭ୍‌ ଚିହ୍ନଟ

ସୁନ୍ଦରଗଡ଼,୨।୬(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲାରେ ମଙ୍ଗଳବାର ଆଉ ୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ୭ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଲେଖାଏଁ ସଦର ଓ ବଡ଼ଗାଁ ବ୍ଲକର ହେଇଥିବା ବେଳେ ୪ ଜଣ ରାଉରକେଲାର। ସେମାନେ ସମସ୍ତେ ମହାରାଷ୍ଟ୍ର ଫେରନ୍ତା। ସମସ୍ତେ ଅସ୍ଥାୟୀ ଚିକିତ୍ସା କେନ୍ଦ୍ରରେ ଥିଲେ। ବର୍ତ୍ତମାନ ସମସ୍ତଙ୍କୁ କୋଭିଡ ହସ୍ପିଟାଲ ରାଉରକେଲାକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ସମ୍ପୁର୍ଣ୍ଣ ଗସ୍ତ ବିବରଣୀ ଓ କଣ୍ଟାକ୍ଟ ଟ୍ରେସି ଜାଣିବା ଲାଗି ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri