ସୁନ୍ଦରଗଡ଼ ଜିଲା ଅବକାରୀ ବିଭାଗର ଚଢ଼ାଉ: ୨୫ କିଗ୍ରା ଗଞ୍ଜେଇ ଜବତ, ଜଣେ ଗିରଫ

ରାଉରକେଲା ଅଫିସ,୩।୭: ସୁନ୍ଦରଗଡ଼ ଜିଲା ଅବକାରୀ ପୋଲିସ ବୁଧବାର ଲକ୍ଷାଧିକ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଟାଙ୍ଗରପଲ୍ଲୀ ଥାନା ଅନ୍ତର୍ଗତ ଆନନ୍ଦ ବଜାରର ଶିଶିର ପାଣିଗ୍ରାହୀ। ତାଙ୍କଠାରୁ ୨୫ କିଗ୍ରା ଓଜନର ଗଞ୍ଜେଇ ଜବତ କରାଯାଇଥିବା ସୂଚନା ମିଳିଛି। ତେବେ ଶିଶିର ଜଣେ ପେସାଦାର ଗଞ୍ଜେଇ ବ୍ୟବସାୟୀ ହୋଇଥିବା ବେଳେ ପୋଲିସପ ନଜରରେ ଥିଲେ। ଅନେକ ଥର ଚଢ଼ାଉ କରାଯାଇଥିଲେ ହେଁ ତାଙ୍କ ନିକଟରୁ ଏତେ ପରିମାଣର ଗଞ୍ଜେଇ ଜବତ ହୋଇ ନ ଥିଲା। ମାତ୍ର ପୂର୍ବାହ୍ନରେ ପୋଲିସ ସାଦା ପୋଷାକରେ ଛପି ରହି ଏତେ ପରିମାଣର ଗଞ୍ଜେଇ ଜବତ କରିବାରେ ସଫଳ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri