ସୁନ୍ଦରଗଡ଼ ଫେରିଲେ ୩୮ ଶ୍ରମିକ

ବାରଙ୍ଗ,୧୯।୫(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବରିମୁଣ୍ଢ ପଞ୍ଚାୟତର ବିଭିନ୍ନ ଜାଗାରେ ରହି ଇଟାଭାଟି, କମ୍ପାନି ସହ ଦିନମଜୁରିଆ ଭାବେ କାର୍ଯ୍ୟ କରୁଥିବା ୩୮ଜଣ ପ୍ରବାସୀ ଶ୍ରମିକ ମଙ୍ଗଳବାର ନିଜ ଘରକୁ ଫେରିଛନ୍ତି। ଏହି ଶ୍ରମିକମାନେ ସୁନ୍ଦରଗଡ଼ ଜିଲା ଲାଠିକଟା ବ୍ଲକର ବୋଲି ଜଣାପଡ଼ିଛି। ଲକଡାଉନ ଯୋଗୁ ସବୁ ବନ୍ଦ ହୋଇଥିବାରୁ ଶ୍ରମିକମାନେ ରୋଜଗାର ହରାଇ ବହୁ କଷ୍ଟରେ ଦିନ କାଟୁଥିଲେ। ଗଚ୍ଛିତ ଅର୍ଥ ଶେଷ ହୋଇଯିବାରୁ ଘରକୁ ଫେରିବାକୁ ସେମାନେ ସ୍ଥାନୀୟ ସରପଞ୍ଚ ବିରେନ୍ଦ୍ର ଜେନାଙ୍କୁ କହିଥିଲେ। ଏ ନେଇ ସରପଞ୍ଚ ଭୁବନେଶ୍ୱର ବିଡିଓଙ୍କ ସହ ଯୋଗାଯୋଗ କରିବାପରେ ସେଠାକାର ଜିଲାପାଳ ଦୁଇଟି ବସ୍‌ ମଙ୍ଗଳବାର ସକାଳୁ ବରିମୁଣ୍ଡ ପଞ୍ଚାୟତ କାର୍ଯ୍ୟାଳୟକୁ ପଠାଇଥିଲେ। ସରପଞ୍ଚଙ୍କ ସହ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ପ୍ରସନ୍ନ ବାରିକ ଉପସ୍ଥିତ ରହି ଏହି ଶ୍ରମିକଙ୍କୁ ବସ୍‌ରେ ସେମାନଙ୍କ ଘରକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ...

କାତ୍ୟାୟନୀ ବେଶରେ ଭକ୍ତଙ୍କୁ ଦିବ୍ୟ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୧୪।୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତରେ ଥିବା ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ବାସନ୍ତୀକ ଚୈତ୍ର ନବରାତ୍ର ପୂଜା...

ଅଙ୍କ ଛିଣ୍ଡୁନି ନା ବିଦ୍ରୋହର ସ୍ବରକୁ ଡର

ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ୱର ଲୋକ ସଭା ନିର୍ବାଚନ ପାଇଁ ମେ’୨୫ ତାରିଖରେ ମତଦାନ ହେବ। ନିର୍ବାଚନ ତାରିଖ ପାଖେଇ ଆସୁଥିବାବେଳେ ଟିକେଟ ଆଶାୟୀଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି...

ତତଲା ବାଲି, କଣ୍ଟାରେ ଗଡ଼ିଲେ ମାନସିକଧାରୀ

ଖୋର୍ଦ୍ଧା,୧୪ା୪(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲାର ପୁରପଲ୍ଲୀରେ ମେରୁଯାତ୍ରା ପାଳିତ ହୋଇଯାଇଛି। ମାନସିକସାରୀ ୨୧ ଦିନ ଧରି ନିଷ୍ଠାର ସହ ଉପବାସ ରହି ପର୍ବକୁ ପାଳନ କରିଥିଲେ। ମାନସିକଧାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri