ସୁନ୍ଦରଗଡ଼ ବିଧାନସଭା: ଯୋଗେଶ ସିଂ ପଛୁଆ

ସୁନ୍ଦରଗଡ଼,୨୩।୫: ସୁନ୍ଦରଗଡ଼ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ କୁସୁମ ଟେଟେ ଆଗୁଆ ଅଛନ୍ତି। ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା କୁସୁମ ୭୮୧୭ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଯୋଗେଶ ସିଂ ୬୮୫୦ ଭୋଟ ପାଇଛନ୍ତି। କଂଗ୍ରେସର ଅନୀତା ବିଶ୍ୱାଳ ମାତ୍ର ୧୭୩୦ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମାନିଆଙ୍କ ପାଇଁ ଟ୍ରାଫିକ ପୋଲିସର କଡ଼ା ନିୟମ: ରେଡ୍‌ ସିଗ୍‌ନାଲ ଭାଙ୍ଗିଲେ…

ଭୁବନେଶ୍ୱର,୧୯।୩: ରାଜଧାନୀରେ ଟ୍ରାଫିକ ସିଗନାଲ ଭାଙ୍ଗିଲେ ତଣ୍ଡ ଗଣିବେ ଗାଡି ଚାଳକ। ଏଥିସହିତ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବାର ବି ଭୟ ରହିଛି। ଟ୍ରାଫିକ ସିଗନାଲ...

ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌: ଦିଲ୍ଲୀରେ ଚାଲିଛି କସରତ

ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି...

ମୋ ଅଭିଧାନରେ ନାହିଁ ଶବ୍ଦ ବିଲୁପ୍ତ

ଜୀବନ ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ନିତାନ୍ତ ଆବଶ୍ୟକ। ଏହାକୁ ଆଧାର କରି ସେ ବାସଗୃହ ନିର୍ମାଣ ଓ ବ୍ୟବସାୟ କ୍ଷେତ୍ରରେ ପାଦ ଥାପିଥିଲେ।...

ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା: ତୃତୀୟ ସ୍ଥାନରେ ଓଡ଼ିଆ ଅଫିସର ମନ୍ଦାକିନୀ

ଭୁବନେଶ୍ୱର, ୧୯।୩ (ବନ୍ଦନା ସେଠୀ): ଚତୁର୍ଥ ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା ଉତ୍ତର ପ୍ରଦେଶର ଆମ୍ରୋହାଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶର ପ୍ରାୟ ୫ଶହ ପ୍ରତିଯୋଗୀ...

ଆଦିବାସୀଙ୍କ ବିକାଶକୁ ପ୍ରାଥମିକତା ଦେଇଛୁ: ବିଜେଡି

ଭୁବନେଶ୍ୱର,୧୯ା୩(ଅନିଲଦାସ):ଆଦିବାସୀ ସମ୍ପ୍ରଦାୟ ଓଡ଼ିଶା ରାଜ୍ୟ ଜନସଂଖ୍ୟାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେମାନେ ଅନନ୍ୟ ସଂସ୍କୃତି, ଜୀବନଶୈଳୀର ପ୍ରତିନିଧିତ୍ୱ କରନ୍ତି। ଉଦ୍ଭିଦର ଔଷଧୀୟ ଦିଗ ସମେତ ଜଙ୍ଗଲ...

ଆଜି ଉମରକୋଟ ଗସ୍ତରେ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୩(ସୁନିତ୍‌ ମିଶ୍ର): ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟକୁ ଦିନିକିଆ ଗସ୍ତରେ ଆସୁଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୦...

ସୁପ୍ତରୁ ସକ୍ରିୟ ହେଲା କଂଗ୍ରେସ

ସମ୍ବଲପୁର,୧୯ା୩(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କୌଣସି ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ନିଶ୍ଚିତ ହୋଇ ପାରିନାହିଁ। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ...

ପ୍ରାର୍ଥୀଙ୍କୁ ଛାଡ଼ିନାହିଁ ମେଣ୍ଟଭୟ: ପ୍ରଚାର ଛାଡ଼ି ରାଜଧାନୀରେ ଆଶାୟୀ

କେନ୍ଦୁଝର,୧୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାରେ ବିଜେଡି ଓ ଭାଜପା ଦଳର ଆଶାୟୀ ପ୍ରାର୍ଥୀଙ୍କ ମେଣ୍ଟଭୟ ଛାଡ଼ିନାହିଁ। ମେଣ୍ଟ ହେଲେ କେଉଁ ସିଟ୍‌ କେଉଁ ଦଳ ଭାଗରେ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri