ସୌନ୍ଦର୍ଯ୍ୟ ବଢ଼ାଏ ଅଦା, କିଭଳି ଜାଣନ୍ତୁ…

ଅଦା ସ୍ବାସ୍ଥ୍ୟ ପକ୍ଷେ ଉପକାରୀ। ଆପଣ ଅଦାର ଅନେକ ଔଷଧୀୟ ଗୁଣ ସମ୍ପର୍କରେ ଆଗରୁ ଜାଣିଥିବେ। ମାତ୍ର ଏହାର ବ୍ୟବହାର ଦ୍ୱାରା ସୌନ୍ଦର୍ଯ୍ୟ ବଢ଼ିଥାଏ ବୋଲି କମ୍‌ ଲୋକ ଜାଣନ୍ତି। ଅଦାରେ ଆଣ୍ଟି ଅକ୍ସିଡାଣ୍ଟ ଭରପୂର ମାତ୍ରାରେ ରହିଥାଏ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେବା ସହ ଚେହେରାର ସୌନ୍ଦର୍ଯ୍ୟ ମଧ୍ୟ ବୃଦ୍ଧି କରିଥାଏ।

ଅଦା ଖାଇବା ଫଳରେ ରକ୍ତ ସଞ୍ଚାଳନ ବଢ଼ିଥାଏ। ଏହା ତ୍ୱଚାକୁ ଉଜ୍ଜ୍ୱଳ କରିବା ସହ ଚର୍ମକୁଞ୍ଚନ ସମସ୍ୟାରୁ ରକ୍ଷା କରିଥାଏ। ଏହା
ଏକ ଆଣ୍ଟି ବ୍ୟାକ୍ଟେରିଆଲ ଓଷଧ ହୋଇଥିବା ଯୋଗୁ ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣ ଚର୍ମକୁ କୋମଳ ରଖିଥାଏ।

ଅଦା ତେଲ ବା ଅଦାରୁ ପ୍ରସ୍ତୁତ ରସକୁ ମୁଣ୍ଡରେ ମାରିବା ଫଳରେ ରୁପି ସମସ୍ୟା ଦୂର ହୋଇଥାଏ। ଅଦା ଖାଇବା ଦ୍ୱାରା ରକ୍ତ ସଞ୍ଚାଳନ ଭଲ ହେଉଥିବାରୁ କେଶ ବଢ଼ିଥାଏ। ଚନ୍ଦାପଣ ଦୂରଲାଗି ଅଦାରସରେ ଲେମ୍ବୁ ରସ ମିଶାଇ ମାଲିସ୍‌ କଲେ ଫାଇଦା ମିଳିଥାଏ।

ଫେସ୍‌ ମାର୍କ ସମସ୍ୟା ଲାଗି ଏହାକୁ ଫେସ୍‌ ପ୍ୟାକ୍‌ରେ ମିଶାଇ ଲଗାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri