ସୁନ୍ଦରତା ବଢ଼ାଏ ଜାଇଫଳ

କବଳ ଖାଦ୍ୟରେ ନୁହେଁ ବରଂ ତ୍ୱଚାର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଜାଇଫଳଔଷଧ ଭଳି କାମ କରିଥାଏ।  ଏଥିରେ ଥିବା ମ୍ୟାଗ୍ନେସିୟମ୍‌, ମାଙ୍ଗାନିଜ୍‌ ଭଳି  ପୋଷକ ତତ୍ତ୍ୱ ତ୍ୱଚା ପାଇଁ ଲାଭଦାୟକ ହୋଇଥାଏ…

ପିଗ୍‌ମେଣ୍ଟେଶନ କମ୍‌ କରିଥାଏ – ତ୍ୱଚାର ପିଗ୍‌ମେଣ୍ଟେଶନ ଏବଂ ଡାର୍କ ସର୍କଲ ଦୂର କରିବା ପାଇଁ ଜାଇଫଳ ବେଶ୍‌ ଉପକାରୀ। ଡାଲଚିନି ପାଉଡର, ଲେମ୍ବୁରସ ଓ ଦହିର ମିଶ୍ରଣକୁ ମୁହଁରେ ଲଗାନ୍ତୁ। ୫ରୁ୧୦ ମିନିଟ୍‌ ପରେ ମୁହଁ ଧୋଇଦିଅନ୍ତୁ। ସପ୍ତାହରେ ଅନ୍ତତଃ ତିନିଥର ଏପରି କରନ୍ତୁ।
ତ୍ୱଚାକୁ କୋମଳ ରଖିଥାଏ – ମହୁ,ବେକିଂ ସୋଡ଼ା, ଲବଙ୍ଗତେଲ, ଜାଇଫଳ ଓ ଲେମ୍ବୁରସର ମିଶ୍ରଣକୁ ମୁହଁରେ ଲଗାଇ ମସାଜ କରନ୍ତୁ। ଏହା ତ୍ୱଚାରେ ପ୍ରବେଶ କରିବା ଦ୍ୱାରା ତ୍ୱଚା ଟାଇଟ୍‌ ରହିଥାଏ ଏବଂ ଖୋଲିଯାଇଥିବା ପୋର୍ସ ବନ୍ଦ ହୋଇଥାଏ। ଏବେ ମୁହଁକୁ ହାଲ୍‌କା ଉଷୁମ ପାଣିରେ ଧୋଇ ଦିଅନ୍ତୁ। ସପ୍ତାହରେ ୨ ରୁ ୩ଥର ଏପରି କରନ୍ତୁ। ତ୍ୱଚା କୋମଳ ରହିବା ସହ ଚମକ ଆସିଥାଏ।
ତୈଳୀୟ ତ୍ୱଚା – ତୈଳୀୟ ତ୍ୱଚା ପାଇଁ ଏହା ବେଶ୍‌ ଉପକାରୀ। ଜାଇଫଳ ପାଉଡର ଏବଂ ମହୁର ମିଶ୍ରଣକୁ ତ୍ୱଚାରେ ଲଗାଇ ୫ରୁ୧୦ ମିନିଟ୍‌ ପରେ ଧୋଇ ଦିଅନ୍ତୁ। ଉଭୟରେ ମହଜୁଦ ଥିବା ଆଣ୍ଟି ବ୍ୟାକ୍ଟେରିଆଲ ଏବଂ ଆଣ୍ଟି ଇନ୍‌ଫ୍ଲାମେଟୋରି ଉପାଦାନ ତ୍ୱଚାରୁ ବ୍ରଣ ଆଦି ଦୂର କରିଥାଏ।
ଆଣ୍ଟି ଏଜିଂ – ଜାଇଫଳରେ ମହଜୁଦ ଥିବା ଆଣ୍ଟି ଅକ୍ସିଡାଣ୍ଟ ଏବଂ ଆଣ୍ଟି ଏଜିଂ ତତ୍ତ୍ୱ ତ୍ୱଚାର ସୌନ୍ଦର୍ଯ୍ୟ ବୃଦ୍ଧି କରିଥାଏ। ଜାଇଫଳ ପାଉଡର, ଦହି ଏବଂ ମହୁର ମିଶ୍ରଣକୁ ମୁହଁରେ ଲଗାଇ ୧୦ ମିନିଟ୍‌ ପରେ ଧୋଇଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri