ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ମିଳିସାରିଛି ଏହିସବୁ ପୁରସ୍କାର

ହିନ୍ଦୀ ସିନେମା ଜଗତର ବିଗ ବି ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ମିଳିବ ଭାରତର ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ଦାଦା ସାହେବ ଫାଲକେ। ଜୀବନବ୍ୟାପୀ ସାଧନା ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ଏନେଇ ସିନେ ଜଗତ ତାଙ୍କୁ ଅଭିନନ୍ଦନ ଜଣାଇଛି। ପୂର୍ବରୁ ବି ଏହି ମହାନ ଅଭିନେତାଙ୍କୁ ଅନେକ ପୁରସ୍କାର ମିଳିସାରିଛି। ସୂଚନାଯୋଗ୍ୟ ଯେ, ଦାଦା ସାହେବ ଫାଲ୍କେ ପୁରସ୍କାର ପ୍ରସିଦ୍ଧ ସିନେ ନିର୍ଦ୍ଦେଶକ, ପ୍ରଯୋଜକ ଏବଂ ସଂଳାପ ଲେଖକ ଧୁନ୍ଦିରାଜ ଗୋବିନ୍ଦ ଫାଲକେ ବା ଦାଦା ସାହେବ ଫାଲକେଙ୍କ ନାମରେ ଦିଆଯାଇଥାଏ।
୧୯୭୧-ଶ୍ରେଷ୍ଠ ସହଅଭିନେତା(ଆନନ୍ଦ)
୧୯୭୩-ଶ୍ରେଷ୍ଠ ସହଅଭିନେତା(ନମକ ହାରାମ)
୧୯୭୭-ଶ୍ରେଷ୍ଠ ଅଭିନେତା(ଅମର ଆକବର ଆନ୍ଥୋନୀ)
୧୯୭୮-ଶ୍ରେଷ୍ଠ ଅଭିନେତା(ଡନ୍‌)
୧୯୯୦-ଫିଲ୍ମ ଫେୟାର୍‌ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ପରସ୍କାର
୧୯୯୧-ଶ୍ରେଷ୍ଠ ଅଭିନେତା(ହମ୍‌)
୨୦୦୦-ମିଲେନିୟମ୍‌ ସୁପରଷ୍ଟାର
୨୦୦୦-ଶ୍ରେଷ୍ଠ ସହଅଭିନେତା(ମହବତେଁ)
୨୦୦୧-କ୍ରିଟିକ୍ସ ଆଓ୍ବାର୍ଡ(ଅକ୍ସ)
୨୦୦୩-ଫିଲ୍ମଫେୟାର ପାଓ୍ବାର୍‌ ପୁରସ୍କାର
୨୦୦୫-କ୍ରିଟିକ୍ସ ଆଓ୍ବାର୍ଡ(ବ୍ଲାକ୍‌)
୨୦୦୫-ଶ୍ରେଷ୍ଠ ଅଭିନେତା(ବ୍ଲାକ୍‌)
୨୦୧୦-ଶ୍ରେଷ୍ଠ ଅଭିନେତା (ପା)
୨୦୧୧-ଫିଲ୍ମଫେୟାର୍‌ ସ୍ବତନ୍ତ୍ର ପୁରସ୍କାର(ଫିଲ୍ମ ଜଗତରେ ୪୦ ବର୍ଷ ପୂରଣ ପାଇଁ ଦିଆଯାଏ)
୨୦୧୬-ଶ୍ରେଷ୍ଠ ଅଭିନେତା(ପିକୁ)


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri