ସୁପରଷ୍ଟାର ବିଜୟଙ୍କ ଘରେ ଚଢ଼ାଉ ପରେ ପୁଣି ଆୟକର ନୋଟିସ

ବେଙ୍ଗାଲୁରୁ,୧୦।୨: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ବିଜୟଙ୍କୁ ଆୟକର ବିଭାଗ ପକ୍ଷରୁ ଏବେ ପୁଣି ନୋଟିସ୍‌ ଜାରି ହୋଇଛି। ଫେବୃୟାରୀ ୫ରେ ତାଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଆୟକର ଟିକସ ଫାଙ୍କି ଏବଂ ଅମ୍ବୁ ଚେଝିଆନ୍‌ଙ୍କ ସହିତ ବିଜୟଙ୍କ ସମ୍ପର୍କକୁ ନେଇ ଏଭଳି ନୋଟିସ୍‌ କରାଯାଇଥିବା କୁହାଯାଉଛି। ତାଙ୍କ ଘରେ ହୋଇଥିବା ଆୟକର ଚଢ଼ାଉ ସମୟରେ ୭୭ କୋଟି ଟଙ୍କା ଜବତ ହୋଇଥିଲା। ବିଗିଲ ଫିଲ୍ମରେ ବିଜୟ ତାଙ୍କର ସମସ୍ତ ସହକର୍ମୀଙ୍କୁ ସୁନା ମୁଦି ଦେଇଥିବା ଅଭିଯୋଗ ଆୟକର ବିଭାଗ ପକ୍ଷରୁ କରାଯାଇଛି। ୧୮ ବର୍ଷ ବୟସରୁ ଫିଲ୍ମରେ ଅଭିନୟ ଆରମ୍ଭ କରିଥିବା ବିଜୟଙ୍କୁ ଲୋକେ ଆଦରରେ ବିଜୟ ଥାଲାପଥି କହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri