Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଉପରେ ବିଶ୍ୱାସ ଅଛି, ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବ ଫାଶୀ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୨୯।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଖୁଣ୍ଟରେ ଝୁଲିବାକୁ ଥିବା ୪ ଅଭିଯୁକ୍ତ ନୂଆ ନୂଆ ଭେଳିକି ଦେଖାଉଛନ୍ତି। ଆସନ୍ତା ଫେବୃଆରୀ ୧ ସକାଳ ୬ଟାରେ ସମସ୍ତଙ୍କୁ ଫାଶୀଖୁଣ୍ଟରେ ଝୁଲାଇବାକୁ କୋର୍ଟ ଡେଥ୍‌ ୱାରେଣ୍ଟ ଜାରି କରିଛନ୍ତି। ହେଲେ ଏଥିରୁ ବର୍ତ୍ତିବା ପାଇଁ ଦୋଷୀମାନେ ଆଇନର ସବୁ ରାସ୍ତାକୁ ଆପଣାଇବାରେ ଲାଗିଛନ୍ତି। ଦୋଷୀଙ୍କ ଏଭଳି ଭେଳିକି ଦେଖି ନିର୍ଭୟାଙ୍କ ମା’ ଆଶା ଦେବୀ କହିଛନ୍ତି, ସୁପ୍ରିମକୋର୍ଟଙ୍କ ଉପରେ ମୋର ପୂରା ବିଶ୍ୱାସ ଅଛି, ଫେବୃୟାରୀ ୧ ତାରିଖରେ ହିଁ ଦୋଷୀଙ୍କୁ ଫାଶୀଖୁଣ୍ଟରେ ଝୁଲାଯିବ। ଫାଶୀ ବିଳମ୍ବ ଯୋଗୁ ଆଶା ଦେବୀ କ୍ରୋଧ ପ୍ରକାଶ କରିଛନ୍ତି। ଏଭଳି ଦୋଷୀଙ୍କୁ ଆମ ନ୍ୟାୟ ବ୍ୟବସ୍ଥା ଯେଉଁ ଅଧିକାର ଦେଇଛି, ତେଣୁ ସେମାନେ ଭୁଲ ଉପଯୋଗ କରୁଛନ୍ତି। କୋର୍ଟ ଏହା ଉପରେ ଅଙ୍କୁଶ ଲଗାଇବା ଉଚିତ। ୨୦୧୨ର ଏହି ଘଟଣାରେ ୬ ଜଣ ଗିରଫ ହୋଇଥିଲେ। ତେବେ ଏମାନଙ୍କ ମଧ୍ୟରୁ ଜଣେ ନାବାଳକ ଥିବା ବେଳେ ଦୋଷୀ ରାମ ସିଂହ ଆତ୍ମହତ୍ୟା କରିଥିଲା। ଅନ୍ୟ ୪ ଜଣଙ୍କୁ ୨୦୧୩ରେ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri