ସୁପ୍ରିମକୋର୍ଟଙ୍କ ରାୟର ପୁନର୍ବିଚାର ହେଉ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୧୯।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଜଗନ୍ନାଥପ୍ରେମୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପଇଛି। ଭକ୍ତ, ସେବାୟତ କେହି ଏହି ରାୟକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ତେବେ ଏ ନେଇ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାବାସୀଙ୍କ ହିତ ଦୃଷ୍ଟିରୁ କୋର୍ଟଙ୍କ ନିଷ୍ପତ୍ତି ସ୍ବାଗତଯୋଗ୍ୟ। କିନ୍ତୁ ଏହାର ପୁନର୍ବିଚାର ହେବା ଦରକାର। ରଥଯାତ୍ରା ଆୟୋଜନ କରାଯାଇ ଯାନ୍ତ୍ରିକ ପଦ୍ଧତି ମାଧ୍ୟମରେ ଭକ୍ତଙ୍କୁ ଦର୍ଶନର ସୁଯୋଗ ମିଳୁ ବୋଲି ଶଙ୍କରାଚାର୍ଯ୍ୟ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri