ସୁପ୍ରିମକୋର୍ଟରେ ରଥଯାତ୍ରା ଶୁଣାଣି: ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୁପ୍ରିମକୋର୍ଟରେ ବର୍ତ୍ତମାନ ଜଣିକିଆ ବେଞ୍ଚରେ ରଥଯାତ୍ରା ପ୍ରସଙ୍ଗକୁ ନେଇ  ଶୁଣାଣି ଆରମ୍ଭ ହୋଇଛି। ଏହି ମାମଲାରେ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠକୁ ରେସିଡେଣ୍ଟ କମିଶନର ସଞ୍ଜୀବ ମିଶ୍ର ଦାଖଲ କରିଛନ୍ତି। ଶ୍ରୀମନ୍ଦିର ପରିଚାଳନା ସମିତିର ଅଧ୍ୟକ୍ଷ ଗଜପତି ମହାରାଜାଙ୍କ ପ୍ରସ୍ତାବ କ୍ରମେ ରଥଯାତ୍ରା କରିବାକୁ ସତ୍ୟପାଠରେ ଦର୍ଶାଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନି ବିନା ଭକ୍ତରେ ରଥଯାତ୍ରା କରିବାକୁ ଏହି ସତ୍ୟପାଠରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri