Posted inଜାତୀୟ

ସୁପ୍ରିମକୋର୍ଟରେ ରହିବ ସ୍ଥାୟୀ ସାମ୍ବିଧାନିକ ପୀଠ

ନୂଆଦିଲ୍ଲୀ,୨୨ା୯: ପାଖାପାଖି ୭୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ସୁପ୍ରିମକୋର୍ଟରେ ସ୍ଥାୟୀ ଭାବେ ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ ହେବାକୁ ଯାଉଛି। ଜଟିଳ ସାମ୍ବିଧାନିକ ପ୍ରଶ୍ନର ସମାଧାନ ଏବଂ ଆଇନର ବ୍ୟାଖ୍ୟା ପାଇଁ ଏହା କାର୍ଯ୍ୟ କରିବ।
୧୯୫୦ରେ ୮ ଜଣ ବିଚାରପତିଙ୍କୁ ନେଇ ସୁପ୍ରିମକୋର୍ଟ ଆରମ୍ଭ ହୋଇଥିଲା। ଏବେ ଏହାର ବିଚାରପତି ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ଅକ୍ଟୋବର ୧ରୁ ସ୍ଥାୟୀ ସାମ୍ବିଧାନିକ ବେଞ୍ଚ୍‌ ଗଠନ ଲାଗି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କୁ ସ୍ବାଧୀନତା ପ୍ରଦାନ କରାଯାଇଛି। ପୂର୍ବ ବ୍ୟବସ୍ଥା ଅନୁଯାୟୀ କୌଣସି ଆଇନ ସମ୍ପର୍କିତ ପ୍ରଶ୍ନ ଗୁରୁତ୍ୱପୂର୍ଣ୍ଣ ମନେକଲେ ୨ ଜଣିଆ ଖଣ୍ଡପୀଠ ଏହାକୁ ତିନି ଜଣିଆ ଖଣ୍ଡପୀଠଙ୍କ ପାଖକୁ ପଠାଉଥିଲେ। ନିର୍ଦ୍ଦିଷ୍ଟ କେତେକ ଗୁରୁତ୍ୱପୂର୍ଣ୍ଣ ମାମଲା ସାମ୍ବିଧାନିକ ପୀଠକୁ ଯାଉଥିଲା। ପରେ ସିଜେଆଇ ମାମଲାର ଗୁରୁତ୍ୱକୁ ଅନୁଭବ କରି ଏଥିପାଇଁ ବିଚାରପତିଙ୍କୁ ନିୟୋଜିତ କରୁଥିଲେ। ତେବେ ଗତ ୩ ଦଶନ୍ଧିରେ ମୌଳିକ ଅଧିକାର ସମ୍ପର୍କିତ ମାମଲା, ଗୁରୁତ୍ୱପୂର୍ଣ୍ଣ ଜନସ୍ବାର୍ଥ ମାମଲା ସଂଖ୍ୟା ଏତେ ବଢ଼ିଯାଇଥିଲା ଯେ ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ ସିଜେଆଇମାନଙ୍କ ପାଇଁ ଏକପ୍ରକାର ଚ୍ୟାଲେଞ୍ଜ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri