Posted inଜାତୀୟ

ସୁପ୍ରିମ୍‌କୋର୍ଟ ଆଇନଜୀବୀ ଇନ୍ଦିରା ଜୟସିଂ ଏବଂ ଆନନ୍ଦ ଗ୍ରୋଭରଙ୍କ ଘରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୧୧।୭: ସୁପ୍ରିମ୍‌କୋର୍ଟ ଆଇନଜୀବୀ ଇନ୍ଦିରା ଜୟସିଂ ଓ  ଆନନ୍ଦ ଗ୍ରୋଭରଙ୍କ ଘରେ ଏବଂ କାର୍ଯ୍ୟାଳୟରେ ଗୁରୁବାର ସିବିଆଇ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଛି। ସେମାନଙ୍କ ପାଖକୁ ବିଦେଶରୁ ଆସୁଥିବା ପାଣ୍ଠିକୁ ନେଇ ଏହି ଚଢ଼ାଉ କରାଯାଉଥିବା କୁହାଯାଉଛି। ଦିଲ୍ଲୀ ଏବଂ ମୁମ୍ବାଇରେ ଥିବା ସେମାନଙ୍କ ଘରେ ମଧ୍ୟ ଚଢ଼ାଉ କରାଯାଇଛି। ସୂଚନାଯୋଗ୍ୟ, ଇନ୍ଦିରା ଜୟସିଂ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ୟୁପିଏ ସରକାରଙ୍କ ସମୟରେ ଅତିରିକ୍ତ ସଲିସିଟର ଜେନେରାଲ ଭାବେ ନିଯୁକ୍ତ ହୋଇଥିଲେ। ସେ ନିଜ ପଦବୀର ଦୂରୁପଯୋଗ କରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri