Posted inଜାତୀୟ

ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ଆର୍‌ଟିଆଇ ପରିସରଭୁକ୍ତ ହେବ

ନୂଆଦିଲ୍ଲୀ,୧୩।୧୧: ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ସୂଚନା ଅଧିକାର (ଆର୍‌ଟିଆଇ) ପରିସର ଭୁକ୍ତ ହେବ। ଏନେଇ ବୁଧବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ତେବେ ଏଥିରେ କେତେକ ସର୍ତ୍ତ ରହିବ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠଙ୍କ ପକ୍ଷରୁ ଏହି ରାୟ ଦିଆଯାଇଛି। ଖଣ୍ଡପୀଠରେ ବିଚାରପତି ଜେ.ଖାନ୍ନା, ଡି.ଓ୍ବାଇ ଚନ୍ଦ୍ରଚୂଡ଼, ରମ୍ମନା ବାଲି ଏବଂ ବିଚାରପତି ଦୀପକ ଗୁପ୍ତା ପ୍ରଧାନ ବିଚାରପତିଙ୍କ ସହିତ ମିଳିତ ହୋଇ ସମ୍ବିଧାନର ଅନୁଚ୍ଛେଦ ୧୨୪ ଅନ୍ତର୍ଗତ ଏହି ରାୟ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ  ଦିଲ୍ଲୀ ହାଇକୋର୍ଟଙ୍କ ୨୦୧୦ ରାୟକୁ କାଏମ୍‌ ରଖିଛନ୍ତି। ଏହାଦ୍ୱାରା ଏଣିକି ସୁପ୍ରିମ୍‌କୋର୍ଟ କୋଲେଜିୟମ୍‌ ନିଷ୍ପତ୍ତି ଓ୍ବେବସାଇଟ୍‌ରେ ଅପଲୋଡ୍‌ କରାଯିବ। ତେବେ ଆର୍‌ଟିଆଇର ଉପଯୋଗ ଗୁପ୍ତଚର କାର୍ଯ୍ୟ ପାଇଁ କରାଯିବ ନାହିଁ ବୋଲି ରାୟ ପଢ଼ିବା ସମୟରେ ବିଚାରପତି ରମ୍ମନା ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri