ସୁବର୍ଣ୍ଣପୁରରେ ସ୍ବାଧୀନତା ଦିବସ

ସୋନପୁର,୧୫।୮(ନିି.ପ୍ର.): ସୁବର୍ଣ୍ଣପୁର ଷ୍ଟାଡିୟମରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ମନୀଷା ବାନାର୍ଜୀ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ୪୩ଟି ଦଳ ପରେଡରେ ଭାଗ ନେଇଥିଲେ। ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଆରକ୍ଷୀ ଅଧୀକ୍ଷକ ଦେବୀପ୍ରସାଦ ଦାଶ, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri