ସୁବାଷ ଚୌହାନଙ୍କୁ ଶ୍ରଦ୍ଧାଞ୍ଜଳି, ଶେଷଦର୍ଶନ

ସମ୍ବଲପୁର,୧୦ା୫ (ବ୍ୟୁରୋ)- ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାଷ ଚୌହାନଙ୍କ ରବିବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମୃତ୍ୟୁ ଘଟଛି। ଏହି ଖବର ଜଣା ପଡ଼ିବା ପରେ ସାରା ପଶ୍ଚିମ ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି। ତେବେ ତାଙ୍କ ମର ଶରୀରକୁ ଭୁବନେଶ୍ୱରୁ ପୌତୃକ ଗ୍ରାମ ବରଗଡ ଜିଲା ପଦ୍ମପୁର ନେବା ସମୟରେ ଅପରାହ୍ନ ପ୍ରାୟ ୨ ଟାରେ ସମ୍ବଲପୁର ଜେଲ୍‌ ଛକରେ ଅଟକି ଥିଲା। ବିଭିନ୍ନ ରାନୈତିକ ଦଳର ନେତା ଓ କର୍ମକର୍ତ୍ତା, ସାମାଜିକ ଅନଷ୍ଟାନର ସଦସ୍ୟ, ବୁଦ୍ଧିଜୀବୀ, ସମାଜିକ କର୍ମୀ ଉପସ୍ଥିତ ରହି ତାଙ୍କ ଶେଷ ଦର୍ଶନ କରିବା ସହ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ବରଗଡ ଏମ୍‌ପି ସୁରେଶ ପୂଜାରୀ, ଭାଜପା ରାଜ୍ୟ ପ୍ରବକ୍ତା ଗୋବିନ୍ଦ ଅଗ୍ରୱାଲ, ରେଙ୍ଗାଲି ବିଧାୟକ ନାଉରୀ ନାଏକ, ଭାଜପା ଜିଲା ସଭାପତି ଗିରିଶ ପଟେଲ, ବିଜେଡି ଜିଲା ସଭାପତି ସିଦ୍ଧାର୍ଥ ଦାସ, ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ, ଯୁବ ବିଡେଜି ରାଜ୍ୟ କାଯର୍‌ୟକାରୀ ସଭାପତି ସଞ୍ଜୀତ ମହାନ୍ତି, ବଜରଙ୍ଗ ଦଳ ପଶ୍ଚିମ ପ୍ରାନ୍ତ ସଂଯୋଜକ ସୁଧୀର ବହିଦାରଙ୍କ ସ


Enter your email to get our daily news in your inbox.

All Right Reserved By Dharitri.Com

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri