Posted inଖେଳ

ସୁଯୋଗ ହାତଛଡ଼ା କଲା ଓଡ଼ିଶା

ଭୁବନେଶ୍ୱର,୨୦।୨- ଦୁଇ ବର୍ଷ ପରେ ରଣଜୀ କ୍ୱାର୍ଟର ଫାଇନାଲ ଖେଳୁଥିବା ଓଡ଼ିଶା ଦଳ ବେଙ୍ଗଲ ବିପକ୍ଷ ମ୍ୟାଚ୍‌ର ପ୍ରଥମ ଦିନ ଏକ ସୁବର୍ଣ୍ଣ ସୁଯୋଗ ହାତଛଡ଼ା କରିଛି। ଓଡ଼ିଶା ଦଳର ଅଧିନାୟକ ଶୁଭ୍ରାଂଶୁ ଶେଖର ସେନାପତି ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ତାଙ୍କ ନିଷ୍ପତ୍ତିକୁ ସଠିକ୍‌ ପ୍ରମାଣ କରିଥିଲେ ଓଡ଼ିଶା ପେସର। ବେଙ୍ଗଲ ଦଳ ଏକଦା ୧୪୧ ରନ୍‌ରେ ୬ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଲାଗୁଥିଲା ଦଳ ଶୀଘ୍ର ଅଲଆଉଟ୍‌ ହୋଇଯିବ। କିନ୍ତୁ ଅନୁସ୍ତୁପ ମଜୁମଦାର ଓ ଶାହବାଜ ଅହମ୍ମଦଙ୍କ ଯୋଡ଼ି ଆଉ ଓଡ଼ିଆ ବୋଲରଙ୍କୁ ଉଇକେଟ ଦେଇ ନ ଥିଲେ। ଦୁହେଁ ଅପରାଜିତ ସପ୍ତମ ଉଇକେଟ ପାଇଁ ୧୬୭ ରନ୍‌ର ଭାଗୀଦାରି କରିଛନ୍ତି। ଫଳରେ ବେଙ୍ଗଲ ଦିବସ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ୬ ଉଇକେଟ ହରାଇ ୩୦୮ ରନ୍‌ କରିଛି। ଅନୁସ୍ତୁପ ୧୩୬ ଓ ଶାହବାଜ ୮୨ ରନ୍‌ କରି ଅପରାଜିତ ରହିଛନ୍ତି। ଓଡ଼ିଶା ପକ୍ଷରୁ ବୋଲିଂରେ ସୂର୍ଯ୍ୟକାନ୍ତ ପ୍ରଧାନ, କନଓ୍ବାର ସିଂ ଚୌହ୍ବାନ ଦୁଇ ଲେଖାଏ ଏବଂ ମସନ୍ତ ମହାନ୍ତି ଓ ଦେବବ୍ରତ ପ୍ରଧାନ ପ୍ରତ୍ୟେକ ଗୋଟିଏ ଉଇକେଟ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri