Posted inଜାତୀୟ

ସୁରକ୍ଷାକର୍ମୀ ଏବଂ ସରକାରୀ କାର୍ଯ୍ୟାଳୟ ଉପରେ ଆତଙ୍କବାଦୀଙ୍କ ନଜର: ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ କରିବା ପାଇଁ ପାକିସ୍ତାନ ଆର୍ମି ଏବଂ ଆଇଏସ୍‌ଆଇ ସହାୟତାରେ ଷଡ଼ଯନ୍ତ୍ର ରଚାଯାଇଛି। ସୁରକ୍ଷାକର୍ମୀ ଅପହରଣ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟାଳୟ ଉପରେ କବ୍‌ଜା କରିବା ଲାଗି ଯୋଜନା କରାଯାଇଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ପାକିସ୍ତାନ ଆର୍ମି ଏବଂ ଆଇଏସ୍‌ଆଇ ଜୈଶ୍‌-ଇ-ମହମ୍ମଦ୍‌, ଲଶ୍କର-ଇ-ତୋଏବା ଏବଂ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ଆଦି ଆତଙ୍କବାଦୀ ସଂଗଠନ ସହିତ ଯୋଗାଯୋଗରେ ରହିଛନ୍ତି। ଜୋନାକର, ରୈନାବାଡ଼ି, ସଫାକଦଲ୍‌, ଧର୍ମଶାଳା ଆଦି ଅଞ୍ଚଳରେ ଥିବା ସୁରକ୍ଷାକର୍ମୀଙ୍କ ଶିବିର ଉପରେ ଆତଙ୍କବାଦୀମାନେ ତୀକ୍ଷ୍‌ଣ ନଜର ରଖିଥିବା ଗୋଇନ୍ଦା ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଅଓ୍ବନ୍ତିପୁରା, ଶ୍ରୀନଗର ଏବଂ ରଙ୍ଗେଥ୍‌ ବିମାନ ବନ୍ଦରରେ ଆକ୍ରମଣ ପାଇଁ ଆତଙ୍କବାଦୀମାନେ ଷଡ଼ଯନ୍ତ୍ର ରଚିଥିବା ଗୋଇନ୍ଦା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri