ସୁରକ୍ଷା ପ୍ରାଚୀର ନାହିଁ, ଖୋଲା ପଡ଼ିଛି ବିଦ୍ୟୁତ୍‌ ସବ୍‌ଷ୍ଟେଶନ

ଖଣ୍ଡପଡ଼ା,୧।୨(ସ୍ବ.ପ୍ର.): ଖଣ୍ଡପଡ଼ା ବିଦ୍ୟୁତ୍‌ ଉପଖଣ୍ଡ ଅଧୀନରେ ଥିବା ଅନେକ ଟ୍ରାନ୍ସଫର୍ମର ଓ ସବ୍‌ଷ୍ଟେଶନ ବିପଦସଙ୍କୁଳ ଅବସ୍ଥାରେ ରହିଛି ା ବିଦ୍ୟୁତ୍‌ ବିଭାଗର ଖାମଖିଆଲ ମନୋଭାବ ଯୋଗୁ ସେଗୁଡିକ ବିଭିନ୍ନ ସମୟରେ ବିପଦକୁ ଆମନ୍ତ୍ରଣ କରିଥିବା ଅଭିଯୋଗ ହେଉଛି ା ଖଣ୍ଡପଡା ସହରରେ (ମେଡିକାଲ ଛକ-ଜେଲରୋଡ ପୋଖରୀ ନିକଟରେ) ଥିବା ସେପରି ଏକ ଟ୍ରାନ୍ସଫର୍ମର ନିକଟରେ ମଙ୍ଗଳବାର ଏକ ଗାଈ ଚରୁଥିଲା ା ସେହି ଗାଈଟି ହଠାତ୍‌ ଖୋଲାରେ ରହିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯାଇଥିଲାା ଏହାଦେଖି ଖଣ୍ଡପଡ଼ା ଅଞ୍ଚଳର ଜୟରାମ ଦାସ ନାମକ ଜଣେ ଯୁବକ ତତ୍କାଳ ଗାଈଟିକୁ ଘଉଡାଇ ଦେଇଥିଲୋ ଏହି ଘଟଣା ପରେ ସେଠାରେ ଜନ ଅସନ୍ତୋଷ ପ୍ରକାଶ ପାଇଥିଲା ା
ନିୟମାନୁସାରେ ଖୋଲାରେ ଥିବା ସବ୍‌ଷ୍ଟେଶନ ଓ ଟ୍ରାନ୍ସଫର୍ମର ଚତୁଃପାର୍ଶ୍ୱରେ ସୁରକ୍ଷା ପ୍ରାଚୀର କିମ୍ବା ତାରବାଡ ନିର୍ମାଣ କରାଯିବା କଥା ା ସେହିପରି ବିଦ୍ୟୁତ୍‌ ସରବରାହ ହେଉଥିବା ୩ ଫେଜ ତାର ଭୂମିପତନଠାରୁ ମାତ୍ର ୩/୪ଫୁଟ ଉଚ୍ଚରେ ଖୋଲାରେ ରହିଥିବାରୁ ସର୍ବଦା ବିପଦ ଲାଗି ରହିଛିା ସାମାନ୍ୟ ଅସାବଧାନ ହେଲେ ଟ୍ରାନ୍ସଫର୍ମରେ ସଂଯୋଗ ହୋଇଥିବା ୩ ଫେଜ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯେ କେହି ମୃତ୍ୟୁ ମୁଖରେ ପଡିବାର ଆଶଙ୍କା ରହିଛି ା ସେଥିପାଇଁ ଟ୍ରାନ୍ସଫର୍ମର ଚତୁଃପାର୍ଶ୍ୱରେ ସୁରକ୍ଷା ପ୍ରାଚୀର ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହଁି ା ବିଭାଗୀୟ କର୍ତ୍ତୃପକ୍ଷ ଏଦିଗରେ ବିହିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି ା ଏସମ୍ପର୍କରେ ଖଣ୍ଡପଡ଼ା ଉପଖଣ୍ଡ ସହକାରୀ ଯନ୍ତ୍ରୀ ଅନିଲ କୁମାର ସାହୁଙ୍କ ସହ ଯୋଗାଯୋଗ କରିବାରେ ଯେଉଁ ଟ୍ରାନ୍ସଫର୍ମର ଅଧିକ ବିପଦ ସୃଷ୍ଟି କରିବାର ଆଶଙ୍କା ରହିଛି ସେଠାରେ ତାରବାଡ଼ କିମ୍ବା ସୁରକ୍ଷା ପ୍ରାଚୀର ପର୍ଯ୍ୟାୟ କ୍ରମେ ନିର୍ମାଣ କରାଯିବ ା ଏଥିପାଇଁ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି ବୋଲି କହିଛନ୍ତି ା

 


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri