ଭଞ୍ଜନଗର,୨୭।୫(ଡି.ଏନ୍.ଏ.)- ବେଲଗୁଣ୍ଠା ବ୍ଲକ ମଙ୍ଗଳପୁରର ଗ୍ରାମର ଜଣେ ମଙ୍ଗଳବାର ସୁରଟରୁ ଟ୍ରେନ ଯୋଗେ ଫେରୁଥିଲେ। ବାଟରେ ମହାରାଷ୍ଟ୍ରର କର୍ଣ୍ଣୋର ଷ୍ଟେଶନ ଠାରେ ସେ ସଂଜ୍ଞାହୀନ ହୋଇ ପଡିଥିଲେ। ତାଙ୍କୁ ସାଙ୍ଗମାନେ ଉଦ୍ଧାର କରି ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରିଥିଲେ। ବିଳମ୍ବିତ ରାତିରେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ବୁଧବାର ବ୍ୟବଚ୍ଛେଦ ପରେ ସାଙ୍ଗମାନେ ମୃତଦେହ ଆମ୍ବୁଲାନ୍ସରେ ଧରି ଗ୍ରାମକୁ ଫେରୁଥିବା ଜଣାପଡିଛି। ଗୁରୁବାର ମୃତଦେହ ଗଁାରେ ପହଞ୍ଚତ୍ବ। ପ୍ରକାଶ ଯେ, ଯୁବକ ଜଣକ ମଙ୍ଗଳବାର ଅପରାହ୍ନରେ ସୁରଟରୁ ଟ୍ରେନରେ ବସିଥିଲେ। ଏହାପରେ ସେ ଟଏଲେଟ୍ ଯାଇଥିଲେ। ନ ଫେରିବାରୁ ୨ ସାଙ୍ଗ ବାଥରୁମ୍କୁ ଯାଇ ସଂଜ୍ଞାହୀନ ଅବସ୍ଥାରେ ପଡ଼ିଥିବା ଦେଖି ରେଳବାଇ ପୋଲିସକୁ ସୂଚନା ଦେଇଥିଲେ। କର୍ଣ୍ଣୋର ଷ୍ଟେସନରେ ଓହ୍ଲାଇ ଚିକିସତ୍ା ପାଇଁ ନିଆଯାଇଥିଲା।
Posted inଆମ ଜିଲା ଖବର, ଗଞ୍ଜାମ View All
ପାଟ୍ରୋଲିଂ ବେଳେ କାର୍ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍-ଖଣ୍ଡା ଜବତ…
ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…
କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…
କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…
କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…
କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍ କନ୍କ୍ଲେଭ୍’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା
ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍ ସ୍ତରୀୟ ୟୁଥ୍ କନ୍କ୍ଲେଭ୍ ତଥା…
ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…
ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…
ଭୟଙ୍କର ଦୁର୍ଘଟଣା; ଟ୍ରକ୍-ବାଇକ୍ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର
ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍-ବାଇକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…
କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….
କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

