ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ: ସଜାଗ ହେଲା କେନ୍ଦୁଝର ଜିଲା ପ୍ରଶାସନ

କେନ୍ଦୁଝର,୨୬।୫(ସ୍ବ.ପ୍ର.): ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ ଘଟିବା ପରେ ରବିବାର କେନ୍ଦୁଝର ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ବିଭିନ୍ନ ସଂସ୍ଥାଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଯାଞ୍ଚ କରାଯାଇଛି। ଜିଲା ଅଗ୍ନିସେବା ଅଧିକାରୀ ଶଶାଙ୍କ ମହାପାତ୍ରଙ୍କ ନେତୃତ୍ୱରେ ଏହି ଯାଞ୍ଚ ଆରମ୍ଭ ହୋଇଛି । ପ୍ରାଥମିକ ସ୍ତରରେ ବିଭିନ୍ନ କୋଚିଂ ସେଣ୍ଟରରେ ଯାଞ୍ଚ କରାଯାଇ ଉପଯୁକ୍ତ ବ୍ୟବସ୍ଥା ଗ୍ରହଣ କରିବାକୁ ତାଗିଦ କରାଯାଇଛି।
ଏ ନେଇ ଶିକ୍ଷାନୁଷ୍ଠାନଗୁଡିକୁ ନୋଟିସ କରାଯାଇଥିବା ବିଭାଗୀୟ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri