ସୁରଟ୍‌ରେ କୃଷ୍ଣପ୍ରସାଦ ବ୍ଲକର ୭ଜଣ ଶ୍ରମିକ ଅଟକ

କୃଷ୍ଣପ୍ରସାଦ,୧ା୪(ଡି.ଏନ୍‌.ଏ)-କରୋନା ମୁକାବିଲା ପାଇଁ ସରକାର ସାରା ଦେଶକୁ ୨୧ଦିନିଆ ଲକଡାଉନ କରିଛନ୍ତି। ଏହା ଯୋଗୁ ବିଭିନ୍ନ ଦେଶ, ରାଜ୍ୟ ବାହାରେ କାର୍ଯ୍ୟ କରୁତ୍ଥିବା ଅନେକ ଲୋକ ଘରୁ ନ ଆସିପାରି ଫସିଯାଇଛନ୍ତି। ସେହିଭଳି ଶ୍ରମିକ ଭାବେ କାର୍ଯ୍ୟ ପାଇଁ ଯାଇଥିବା କୃଷ୍ଣପ୍ରସାଦ ବ୍ଲକ ଗିଲିନାସୀ ଗାଁର ୭ଜଣ ଗୁଜରାଟର ସୁରଟଠାରେ ନ ଆସିପାରି ଅଟକ ଅଛନ୍ତି। ଲକଡାଉନ ଯୋଗୁ ସବୁ ଦୋକାନ, ବଜାର ବନ୍ଦ ହୋଇଯାଇଥିବା ବେଳେ କାମ କରୁଥିବା କମ୍ପାନୀ ମଧ୍ୟ କୌଣସି ସହାୟତା ନ କରିବାରୁ ଏକରକମ ଫସିଯାଇଛନ୍ତି। ତେଣୁ ସେମାନଙ୍କୁ ସେଠାରୁ ଉଦ୍ଧାର କରିବା ପାଇଁ ସୋସିଆଲ ମିଡିଆ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛନ୍ତି। ଏଣେ ସେମାନଙ୍କ ଦୁଃଖ ଖବର ଶୁଣି ପରିବାର ଲୋକେ ମଧ୍ୟ ଭାଙ୍ଗିପଡ଼ୁଥିବାବେଳେ ସାହାଯ୍ୟ କରିବା ପାଇଁ ସ୍ଥାନୀୟ ପ୍ରଶାସନ ନିକଟରେ ଗୁହାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଜଟଣୀ ଦେଖିବ ପୁଣି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ଜଟଣୀ,୨୧ା୪(ରବୀନ୍ଦ୍ରନାଥ ମହାକୁଡ଼)ଭୁବନେଶ୍ୱର ସଂସଦୀୟ ନିର୍ବାଚନମଣ୍ଡଳୀର ୭ଟି ବିଧାନସଭା ଆସନ ମଧ୍ୟରୁ ଜଟଣୀ ବିଧାନସଭା କ୍ଷେତ୍ର ଅନ୍ୟତମ। ନିକଟରେ କଂଗ୍ରେସ ସନ୍ତୋଷ ଜେନାଙ୍କୁ ଏଠାରୁ ଟିକେଟ ଦେବା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri