ସୁରଟ, କୋଟାରୁ ଆସିଲେ ୧୦୫

ଅନୁଗୋଳ ଅଫିସ, ୫।୫

ସୁରଟ୍‌ ଓ କୋଟାରୁ ଦୁଇଟି ବସ୍‌ରେ ଆସିଥିବା ପ୍ରବାସୀମାନେ ସୋମବାର ଅନୁଗୋଳରେ ପହଞ୍ଚତ୍ଛନ୍ତି। ସୁରଟ୍‌ରୁ ଗୋଟିଏ ବସ୍‌ରେ ୬୬ ଜଣ ଓ କୋଟାରୁ ୩୯ ଛାତ୍ରୀଛାତ୍ର ଆସିଥିବା ପ୍ରଶାସନ ସୂଚନା ଦେଇଛି। ସୁରଟ୍‌ରୁ ଆସିଥିବା ବସ୍‌ ଭୋର ସମୟରେ ପଞ୍ଚମହଲାସ୍ଥିତ ଆରଟିଓ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲା। ଏହାପରେ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଗାଡ଼ିରେ ପ୍ରବାସୀମାନଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରକୁ ନିଆଯାଇଥିଲା। ସେହିପରି କୋଟାରୁ ୩୯ ଜଣ ଛାତ୍ରୀଛାତ୍ରଙ୍କୁ ଧରି ଆସିଥିବା ବସ୍‌ ଅପରାହ୍ନରେ ଅନୁଗୋଳରେ ପହଞ୍ଚତ୍ଥିଲା। ସେମାନଙ୍କ ମଧ୍ୟରୁ ୩୫ ଜଣଙ୍କୁ ହୋମ୍‌ କ୍ବାରାଣ୍ଟାଇନ୍‌କୁ ପଠାଯାଇଥିବାବେଳେ ୩ ଜଣଙ୍କୁ ପେଡ୍‌ କ୍ବାରାଣ୍ଟାଇନ୍‌ ଓ ଜଣଙ୍କୁ ପଞ୍ଚାୟତ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଛି। ଅନ୍ୟପକ୍ଷରେ ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଥିବା ୫୬ ଜଣ ଶ୍ରମିକଙ୍କୁ ଦୁଇଟି ବସ୍‌ରେ ଝାଡ଼ଖଣ୍ଡକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬: ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ…

ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…

ଗ୍ରାହକଙ୍କୁ ବଡ଼ ଝଟ୍‌କା! ଆହୁରି ମହଙ୍ଗା ହେବ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..

ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍‌ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍‌ କରାଇ ଦେବା…

କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ…

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri