ଭଞ୍ଜନଗର,୨ା୫(ଡି.ଏନ୍.ଏ.)- ସୁରଟରୁ ଆସୁଥିବା ଏକ ବସ୍ ଶନିବାର ରାତିରେ ଆସିକା ଅଭିମୁଖେ ଯାଉଥିଲା। ଭଞ୍ଜନଗର ବଡକୋଦଣ୍ଡା ଛକ ନିକଟରେ ପ୍ରାୟ ୨୦ ଜଣ ଯାତ୍ରୀଙ୍କୁ ଓହ୍ଲାଇ ଦେଇ ଚାଲିଯାଇଛି। ସମ୍ପୃକ୍ତ ଅଞ୍ଚଳବାସୀ ଘଟଣା ସମ୍ପର୍କରେ ଜାଣିବା ପରେ ଆତଙ୍କିତ ହୋଇ ପଡିଥିଲେ। ଏନେଇ ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ଘଟଣାର ସତ୍ୟତା ଅନୁସନ୍ଧାନ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ
ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ…
ମଧ୍ୟାହ୍ନଭୋଜନରେ ଅନୟମିତତା: ବିଦ୍ୟାଳୟ ଉପସ୍ଥାନ ଖାତାରେ ଅଧିକ ପିଲା, ବାସ୍ତବରେ କମ୍
ଝରିଗାଁ,୭ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ସରକାରୀ ସ୍କୁଲରେ ନିମ୍ନମାନର ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଉଥିବା ବେଳେ କିଛି ଛାତ୍ରୀଛାତ୍ର ସେହି ଭୋଜନ ଖାଉ ନାହାନ୍ତି। ଏପରିକି ଯେଉଁ ପିଲାମାନେ ଅଣ୍ଡା…
ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…
ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଚୌଦ୍ୱାର ଜେଲ୍ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ
କଟକ,୭।୧୦(ପ୍ରଭୁକଲ୍ୟାଣ ପାଲ୍) ଚୌଦ୍ୱାର ଜେଲ୍ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଜି ହାଇକୋର୍ଟରେ ଜାମିନ ଆବେଦନ…
ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ
ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ…
ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ
ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…
ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ
ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…
ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

