ସୁରଟ ଫେରନ୍ତାଙ୍କ ସଙ୍ଗରୋଧ ନିୟମ ଊଲ୍ଲଂଘନ: ରାସ୍ତାରେ ବସି ପ୍ରତିବାଦ ଜଣାଇଲେ ଗ୍ରାମବାସୀ

ଖଇରା, ୧୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ବଡନୂଆଗାଁ ପଞ୍ଚାୟତ ଅଧୀନ ପିହାଣଗଡିଆ ଗ୍ରାମରେ ଏକ ସୁରଟ ଫେରନ୍ତା ଦମ୍ପତି ନିୟମ ଊଲ୍ଲଂଘନ କରୁଥିବା ଅଭିଯୋଗ ହୋଇଛି। ଉକ୍ତ ଦମ୍ପତିଙ୍କୁ ଘରୁ ସ୍ଥାନାନ୍ତର କରି ସଙ୍ଗରୋଧ କେନ୍ଦ୍ରରେ ରଖିବା ଦାବିରେ ଶତାଧିକ ଗ୍ରାମବାସୀ ଘରୁ ବାହାରି ଆସି ରାସ୍ତା ଉପରେ ବସି ରହିଥିଲେ। ପରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଗ୍ରାମରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ପରେ ଲୋକମାନେ ରାସ୍ତାରୁ ଉଠିଥିଲେ।
ଗ୍ରାମର ସୁରଟ ଫେରନ୍ତା ଦମ୍ପତି ଜଣକ ଶୁକ୍ରବାର ସକାଳେ ଟ୍ରେନରୁ ଓହ୍ଳାଇ ଘରକୁ ଚାଲି ଯାଇଥିଲେ ା ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀ ତାଙ୍କୁ ବାଘୁଆ ହାଇସ୍କୁଲ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିବାକୁ ଅନୁରୋଧ କରିଥିଲେ ମଧ୍ୟ ତାକୁ ସେମାନେ ଭ୍ରୂକ୍ଷେପ କରି ନ ଥିଲେ ା ଏହାକୁ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ବିଡିଓ ଉକ୍ତ ଦମ୍ପତିଙ୍କୁ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଥିଲେ ା ସରପଞ୍ଚ ସୁବାସିନୀ ଦାସଙ୍କୁ ଯୋଗାଯୋଗ କରିବାରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri