ସୁଶାନ୍ତଙ୍କୁ ଜୀବନ ଅପେକ୍ଷା ମୃତ୍ୟୁ ଲାଗିଲା ସହଜ: ବଲିଉଡ୍‌ର ୧୦ କ୍ୟାମ୍ପ୍‌ ସ୍ଥିର କରୁଥିଲେ କିଏ ହେବ ହିରୋ ଅବା ଜିରୋ

ମୁମ୍ବାଇ, ୨୧।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଫିଲ୍ମ ଦୁନିଆରେ ଚାଲିଥିବା ବଂଶବାଦର ଖିଅ ଖୋଲିବାରେ ଲାଗିଛି। କିଭଳି ବଲିଉଡ୍‌ର ୧୦ ପ୍ରମୁଖ କ୍ୟାମ୍ପ୍‌ କିଏ ହିରୋ ଅବା ଜିରୋ ହେବ ତାହା ସ୍ଥିର କରିଥାନ୍ତି ଏନେଇ ଏବେ ଚର୍ଚ୍ଚା ଜାରି ରହିଛି। ସୁଶାନ୍ତଙ୍କ ଜୀବନରେ ମଧ୍ୟ ଏଭଳି ଘଟଣା ଘଟିଥିଲା। ତାଙ୍କୁ ବଡ଼ ବ୍ୟାନର ମିଳିବା କଷ୍ଟକର ହୋଇଥିଲା। ତାଙ୍କର ଟ୍ୟାଲେଣ୍ଟକୁ ଅଣଦେଖା କରାଯାଇଥିବା ସମ୍ପର୍କରେ ମଧ୍ୟ କୁହାଯାଉଛି। ବଲିଉଡ୍‌ରେ ବଡ଼ କ୍ୟାମ୍ପ୍‌ ମଧ୍ୟରେ ଆଦିତ୍ୟ ଚୋପ୍ରାଙ୍କ ୟଶରାଜ ଫିଲ୍ମ, କରନ ଜୋହରଙ୍କ ଧର୍ମା ପ୍ରଡକଶନ୍‌, ସାଜିଦ୍‌ ନାଡିୟାଡଓ୍ବାଲାଙ୍କର ନାଡିୟାଡଓ୍ବାଲା ଗ୍ରାଣ୍ଡ ସନ୍ସ୍‌, ଭୂଷଣ କୁମାରଙ୍କର ଟି ସିରିଜ୍‌, ସଞ୍ଜୟ ଲୀଲା ଭଂସାଲୀଙ୍କ ଭଂସାଲୀ ପ୍ରଡକଶନ୍‌, ଆମିର ଖାଁଙ୍କର ଆମିର ଖାଁ ପ୍ରଡକଶନ୍‌, ଶାହରୁଖ ଖାଁ ଏବଂ ଜୁହି ଚାଓ୍ବଲାଙ୍କର ରେଡ୍‌ ଚିଲିଜ୍‌, ସଲମାନ ଖାଁଙ୍କର ସଲମାନ ଖାଁ ଫିଲ୍ମ୍‌, ରୋନି ସ୍କ୍ରୁଓ୍ବାଲାଙ୍କର ୟୁଟିଭି ମୋଶନ ପିକଚର୍‌ ଏବଂ ଏକତା କପୁରଙ୍କ ବାଲାଜୀ ଟେଲିଫିଲ୍ମ ଆଦି ରହିଛି। ଏସବୁ କ୍ୟାମ୍ପ୍‌ ଜିରୋ କୁ ବି ହିରୋ କରିବାର କ୍ଷମତା ରଖିଥାନ୍ତି। ସୁଶାନ୍ତଙ୍କ ଭଳି ଅଭିନେତା ଫିଲ୍ମ ଦୁନିଆରେ ବଡ଼ କ୍ୟାମ୍ପ୍‌ଙ୍କ ଦ୍ୱାରା ନିର୍ଯାତିତ ହେଉଥିବା ଖବର ଏବେ ମୁଖ୍ୟ ପ୍ରସଙ୍ଗ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?