ସୁଶାନ୍ତଙ୍କ ଉପରେ ନିର୍ମାଣ ହେବ ଫିଲ୍ମ, ପୋଷ୍ଟର ରିଲିଜ୍‌

ବହୁତ କମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତା’ର କାରଣ ଏଯାଏ ଜଣାପଡିନାହିଁ। ତଥାପି ସେ ଦୀର୍ଘ ୬ ମାସ ହେଲା ବିଷାଦଗ୍ରସ୍ତ ଥିଲେ। ଏଥିପାଇଁ ତାଙ୍କର ଚିକିତ୍ସା ମଧ୍ୟ ଚାଲିଥିଲା। ହେଲେ ସେ କାହିଁକି ଡିପ୍ରେସନକୁ ଯାଇଥିଲେ, ସେକଥା କେହି ବି କହିପାରୁନାହାନ୍ତି। ସୁଶାନ୍ତ ସର୍ବଦା ହସହସ ମୁହଁରେ ସମସ୍ତଙ୍କୁ ଭେଟୁଥିଲେ। ମନ ଭିତରେ ଅନେକ ବ୍ୟଥା ରହିଥିଲେ ହେଁ ସେ କେବେ ହେଲେ ଏହାକୁ ନିଜ ମୁହଁରେ ଆସିବାକୁ ଦେଇ ନ ଥିଲେ। ଲକ୍ଷ ଲକ୍ଷ ଫ୍ୟାନ ଓ ବଲିଉଡକୁ ଏକା କରି ଚାଲିଯାଇଥିବା ସୁଶାନ୍ତଙ୍କ ଉପରେ ଫିଲ୍ମ ନିର୍ମାଣ ହେବ। ଫିଲ୍ମ ନିର୍ମାତା ବିଜୟ ଶେଖର ସୁଶାନ୍ତଙ୍କ ଆତ୍ମହତ୍ୟା ଉପରେ ଫିଲ୍ମ ନିର୍ମାଣ କରିବାକୁ ଯାଉଛନ୍ତି। ଯାହାର ନାଁ ରହିଛି ‘ସୁଇସାଇଡ୍‌ ଅର୍‌ ମର୍ଡର’। ଫିଲ୍ମର ପୋଷ୍ଟର ମଧ୍ୟ ସେ ରିଲିଜ୍‌ କରିଛନ୍ତି। ଫିଲ୍ମ ଜରିଆରେ ବଲିଉଡ୍‌ ଅସଲ ଗୁମର ପଦାକୁ ଆସିବ ବୋଲି ସେ କହିଛନ୍ତି। ବାରମ୍ବାର ତାଙ୍କୁ ଫିଲ୍ମ ବାହାର କରାଯାଉଥିଲା। ଏଥିପାଇଁ ସେ ଡିପ୍ରେସନରେ ଥିଲେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ମାଡି ଆସୁଛି ଭୟଙ୍କର ବିପଦ! ବଡ଼ ଚେତାବନୀ ଦେଲା UN

ନୂଆଦିଲ୍ଲୀ,୩।୯: ବିଶ୍ୱ ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନକୁ ନେଇ ପୁଣିଥରେ ଚେତାବନୀ ଦେଇଛି ମିଳିତ ଜାତିସଂଘ। ବିଶ୍ୱ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ବୃଦ୍ଧି ସୀମାକୁ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିଲା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି ।…

ମଝି ଆକାଶରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ପାଇଲଟ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୩।୯: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଗୁରୁବାର ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରା ସମୟରେ ପାଇଲଟ ହଠାତ୍‌ ଅସୁସ୍ଥ ହୋଇପଡ଼ିବା…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri