ସୁଶାନ୍ତଙ୍କ ବାନ୍ଧବୀ ରିଆଙ୍କ ଉପରେ ସମସ୍ତଙ୍କ ନଜର

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ। ବଲିଉଡ୍‌ର ଏହି ପରିଚିତ ନାଁଟି ଏବେ ଅତିତ ହୋଇଯାଇଛି। ଅସମୟରେ ଦୁନିଆରୁ ବିଦାୟ ନେଇଥିବା ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ ସମସ୍ତଙ୍କୁ ଏକ ପ୍ରକାର ଚମକାଇ ଦେଇଛି। ହେଲେ କାହିଁକି ମାତ୍ର ୩୪ ବର୍ଷ ବୟସରେ ସୁଶାନ୍ତ ଏତେବଡ ନିଷ୍ପତ୍ତି ନେଲେ ତାକୁ ନେଇ ଏବେ ସମସ୍ତଙ୍କ ମନରେ ଉଠିଛି ପ୍ରଶ୍ନ। ପ୍ରକୃତରେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ଏବେବି ଏହାକୁ ନେଇ ଅନେକଙ୍କ ମନରେ ସନ୍ଦେହ ଉପୁଜୁଛି। ଇତିମଧ୍ୟରେ ରବିବାର ସୁଶାନ୍ତ ମୃତ୍ୟୁ ହୋଇଥିବା ବେଳେ ସୋମବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ। ଏହାରି ଭିତରେ ତାଙ୍କ ପ୍ରିୟ ବାନ୍ଧବୀ ରିଆ ଚର୍କବର୍ତ୍ତୀ ସୁଶାନ୍ତଙ୍କୁ ଶେଷ ଦର୍ଶନ କରିବାକୁ ହସ୍ପିଟାଲ ପହଞ୍ଚିଥିଲେ। ଏହି ସମୟରେ ରିଆ ଖୁବ୍‌ ଅପସେଟ୍‌ ଜଣାପଡୁଥିବା ବେଳେ ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ପୋଲିସ ରିଆଙ୍କୁ ଜେରା କରିପାରେ ବୋଲି କୁହାଯାଉଛି। ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ବହୁ ଦିନରୁ ଆଲୋଚନା ହେଉଥିଲେ ମଧ୍ୟ ଏହାକୁ ଏମାନେ କେବେ ଖୋଲାଖୋଲି ଭାବେ କହି ନାହାନ୍ତି। ଅନ୍ୟପଟେ ଶେଷଥର ପାଇଁ କୁଆଡେ ସୁଶାନ୍ତ ବାନ୍ଧବୀ ରିଆଙ୍କ ସହ ଫୋନରେ କଥା ହୋଇଥିଲେ। ତେଣୁ ପୋଲିସ ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ରିଆଙ୍କୁ ଜେରା କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ…

ସମୁଦ୍ର ପଥ ପୁଣି ଅଶାନ୍ତ! ଜାହାଜ ଉପରେ ଆକ୍ରମଣ ପରେ, ଇରାନର ବଡ଼ ଚେତାବନୀ

ତେହରାନ,୨୭।୭: କାସ୍ପିଆନ ସାଗରରେ ଏକ ଇରାନୀ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଇରାନ ଏବଂ ୟୁକ୍ରେନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଇରାନ ୟୁକ୍ରେନକୁ କଡ଼ା…

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri