Posted inଖେଳ

ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ଏମିତି ଥିଲା ଧୋନୀଙ୍କ ପ୍ରତିକ୍ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ସମସ୍ତଙ୍କ ଚକିତ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଜୀବନୀକୁ ନେଇ ନିର୍ମିତ ‘ଏମଏସ ଧୋନୀ ଦ ଅନଟୋଲ୍ଡ ଷ୍ଟୋରୀ’ରେ ଧୋନୀଙ୍କ ଭୂମିକାରେ ଅଭିନୟ କରି ଲକ୍ଷ ଲକ୍ଷ ଦର୍ଶକଙ୍କ ହୃଦୟ ଜିତିଥିଲେ। ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣିବା ପରେ ଧୋନୀ ଆଶ୍ଚର୍ଯ୍ୟ ଏବଂ ଦୁଃଖିତ ମଧ୍ୟ। ତାଙ୍କ ବ୍ୟବସାୟିକ ପରିଚାଳକ ତଥା ବନ୍ଧୁ ଅରୁଣ ପାଣ୍ଡେ କହିଛନ୍ତି, ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣିବା ପରେ ଧୋନୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେ ବିଶ୍ୱାସ ମଧ୍ୟ କରିପାରି ନ ଥିଲେ।

୨୦୧୬ରେ ଧୋନୀଙ୍କ ଜୀବନୀ ଉପରେ ଆଧାରିତ ଚଳଚ୍ଚିତ୍ର ମୁକ୍ତିଲାଭ କରିଥିଲା।ଏହି ଚଳଚ୍ଚିତ୍ରରେ ଧୋନୀଙ୍କ ଭୂମିକାରେ ଅଭିନୟ କରିବାକୁ ସୁଶାନ୍ତ ପୂର୍ବତନ ଉଇକେଟ କିପର କିରଣ ମୋରେଙ୍କ ଠାରୁ କ୍ରିକେଟ ତାଲିମ ନେଇଥିଲେ। ଏହି ଫିଲ୍ମଟି ଏକ ବକ୍ସ ଅଫିସରେ ହିଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri