ସୁଶୀଲ ଲୋହାନି ପରବର୍ତ୍ତୀ ସିଇଓ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ବରିଷ୍ଠ ଆଇଏଏସ୍‌ ଅଧିକାରୀ ସୁଶୀଲ କୁମାର ଲୋହାନି ରାଜ୍ୟର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଭାବେ ଦାୟିତ୍ୱ ତୁଲାଇବେ। ସାଧାରଣ ନିର୍ବାଚନ ପରେ ସିଇଓ ସୁରେନ୍ଦ୍ର କୁମାର ଏହି ପଦବୀରୁ ଅବ୍ୟାହତି ନେବାକୁ ଚାହିଁଥିଲେ। ଏହା ପରେ ରାଜ୍ୟ ସରକାର ଏକାଧିକ ବରିଷ୍ଠ ଅଧିକାରୀଙ୍କ ନାମ କେନ୍ଦ୍ରକୁ ପଠାଇଥିଲେ। ନିର୍ବାଚନ କମିଶନ(ଇସି)ଙ୍କ ପକ୍ଷରୁ ତର୍ଜମା କରାଯାଇ ସୁଶୀଲ ଲୋହାନିଙ୍କ ନାମ ବଛାଯାଇଥିଲା। ତେଣୁ ସେ ପରବର୍ତ୍ତୀ ନିର୍ବାଚନ ଅଧିକାରୀଭାବେ ଦାୟିତ୍ୱ ତୁଲାଇବେ। ଉଲ୍ଲେଖଯୋଗ୍ୟ, ସୁଶୀଲ ୧୯୯୫ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ। ସେ ବର୍ତ୍ତମାନ ରାଜ୍ୟ ସରକାରଙ୍କ ଅବକାରୀ ବିଭାଗ କମିଶନର ତଥା ଶାସନ ସଚିବ ଭାବେ କାର୍ଯ୍ୟରତ। ଏଥିସହିତ ଓଏସ୍‌ବିସିଏଲ୍‌ ଅଧ୍ୟକ୍ଷଭାବେ ଦାୟିତ୍ୱ ତୁଲାଉଛନ୍ତି। ସିଇଓ ଭାବେ ବିଧିବଦ୍ଧ ଦାୟିତ୍ୱ ନେବା ପୂର୍ବରୁ ତାଙ୍କୁ ଏହି ଦାୟିତ୍ୱରୁ ମୁକ୍ତ ହେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚି,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri