Posted inଜାତୀୟ

ସୁଷମାଙ୍କୁ ଭାଜପା ଦେଲା ଅନ୍ତିମ ବିଦାୟ: ଦଳୀୟ ପତାକା ଢ଼ାଙ୍କିଲେ ଶାହ

ନୂଆଦିଲ୍ଲୀ,୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ଭାଜପା କାର୍ଯ୍ୟାଳୟରେ ଅନ୍ତିମ ବିଦାୟ ଦିଆଯାଇଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୁଷମାଙ୍କ ମରଶରୀର ଉପରେ ଦଳୀୟ ପତାକା ଢ଼ାଙ୍କିଛନ୍ତି। ଉପସ୍ଥିତ ସମସ୍ତ ଦଳୀୟ ସଦସ୍ୟ ସୁଷମାଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି। ପରିବାର ସଦସ୍ୟଙ୍କ ପକ୍ଷରୁ ସୁଷମାଙ୍କ ମରଶରୀରକୁ ଲାଲଯୋଡ଼ା ପରିଧାନ କରାଯାଇଥିବାବେଳେ ଶଙ୍ଖା, ସିନ୍ଦୂର, ଅଳତା ଆଦି ଲଗାଯାଇଥିଲା। ବୋହୂବେଶରେ ତାଙ୍କୁ ଦେଖି ସଭିଙ୍କ ଆଖିରୁ ଲୁହ ଝରୁଥିବାବେଳେ ସମଗ୍ର ପରିବେଶ ଶୋକାକୁଳ ହୋଇଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri