ସୁସ୍ଥ ହେଲେ ଝାରସୁଗୁଡାର ୨ କରୋନା ଆକ୍ରାନ୍ତ

ଝାରସୁଗୁଡା ଅଫିସ,୧୧ା୫: ଝାରସୁଗୁଡା ଜିଲାର ୨ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ସୋମବାର ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍‌ କରି ଜଣାଇଛି। ପଶ୍ଚିମବଙ୍ଗରୁ ବ୍ରଜରାଜନଗର ଆସିଥିବା ଜଣେ ଯୁବତୀଙ୍କଠାରେ କରୋନା ଭୂତାଣୁ ଥିବା ଗତ ୨୯ ଏପ୍ରିଲରେ ଜଣାପଡିଥିଲା। ସେହିଭଳି ମେ ୨ରେ ଲଖନପୁର ବ୍ଲକ୍‌ କୋଡାଲୋଇର ଜଣେ ମହିଳାଙ୍କଠାରେ ମଧ୍ୟ ଏହି ଭୂତାଣୁ ଚିହ୍ନଟ ହୋଇଥିଲା। ଏବେ ଦୁଇ ଜଣ ସୁସ୍ଥ ହୋଇଛନ୍ତି। ତେବେ ଏମାନଙ୍କ ସଂସ୍ପର୍ଶରେ ଆସିଥବା ସମସ୍ତ ବ୍ୟକ୍ତିଙ୍କଠାରେ ଭୂତାଣୁ ନ ଥିବା ପରୀକ୍ଷା ପରେ ଜଣାପଡିଛି ବୋଲି ଜିଲା ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ସେଖ ରୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri