ସୁସ୍ଥ ହେଲେ ୨ କରୋନା ପଜିଟିଭ୍‌

ଭଦ୍ରକ ଅଫିସ,୧୧।୪: ଭଦ୍ରକ ଜିଲାବାସୀଙ୍କ ପାଇଁ ଖୁସି ଖବର। ୩ ପଜିଟିଭ୍‌ କରୋନା ରୋଗୀଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଏନେଇ ଶୁକ୍ରବାର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଖବର ଆସିବା ପରେ ଜିଲାବାସୀ ଆଶ୍ୱସ୍ତି ଲାଭ କରିଛନ୍ତି। ସୂଚନାଯୋଗ୍ୟ, ଭଦ୍ରକ ଜିଲାରେ ୧୭୬ଜଣଙ୍କ ସ୍ବାବ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ୧୬୨ଜଣଙ୍କ ନମୁନା ନେଗେଟିଭ୍‌ ଆସିଥିବା ବେଳେ ୧୧ ଜଣଙ୍କ ରିପୋର୍ଟ ଆସି ନ ଥିଲା। ତେବେ ସେହି ୧୧ଜଣଙ୍କ ମଧ୍ୟରୁ ୩ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏହାପରେ ସେମାନଙ୍କୁ କଟକ ଏସ୍‌ସିବି ମେଡିକାଲର ଆଇସୋଲେଶନ୍‌ ଓ୍ବାର୍ଡରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ତେବେ ୩ଜଣଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri