ସୁହାନା, ଅନନ୍ୟାଙ୍କ ଡେବ୍ୟୁ ଫିଲ୍ମ ଥିଲା ‘ମାଇଁ ନେମ୍‌ ଇଜ୍‌ ଖାନ୍‌’: ମାତ୍ର କାଟିଦିଆଯାଇଥିଲା ତାଙ୍କ ସିନ୍‌

ଅଭିନେତା ଚଙ୍କି ପାଣ୍ଡେଙ୍କ ଝିଅ ଅନନ୍ୟା ଫିଲ୍ମ ‘ଷ୍ଟୁଡେଣ୍ଡ ଅଫ୍‌ ଦି ଇୟର-୨’ରୁ ବଲିଉଡ୍‌ରେ ଡେବ୍ୟୁ କରିଛନ୍ତି। ଏଥିରେ ତାଙ୍କ ଅଭିନୟକୁ ଦର୍ଶକ ପସନ୍ଦ ମଧ୍ୟ କରିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ଅନନ୍ୟା ତାଙ୍କ ବେଷ୍ଟ ଫ୍ରେଣ୍ଡ୍‌ ସୁହାନା ଖାନ୍‌ଙ୍କୁ ନେଇ ଏକ ଖାସ୍‌ କଥା ଶେୟାର କରିଛନ୍ତି। ଅନନ୍ୟା ଏବଂ ସୁହାନା ଫିଲ୍ମ ‘ମାଇଁ ନେମ୍‌ ଇଜ୍‌ ଖାନ୍‌’ରୁ ବଲିଉଡ୍‌ରେ ଡେବ୍ୟୁ କରିବାର ଥିଲା। ଏଥିପାଇଁ ସେ ଶୁଟିଂ ମଧ୍ୟ କରିଥିଲେ। ମାତ୍ର ଏହା ସମ୍ଭବ ହେଲା ନାହିଁ। ପ୍ରକୃତ କଥାଟା ହେଲା, ଫିଲ୍ମର ଶୁଟିଂ ଆମେରିକାରେ ଚାଲିଥିବା ବେଳେ ସୁହାନା ଏବଂ ଅନନ୍ୟା ଶୁଟିଂ ସେଟ୍‌କୁ ଯାଇଥିଲେ। ଫିଲ୍ମର ଏକ ଦୃଶ୍ୟର ସୁଟିଂ ପାଇଁ ଅଧିକ ଲୋକଙ୍କ ଆବଶ୍ୟକତା ଥିଲା। ତେଣୁ ସେଟ୍‌ରେ ଉପସ୍ଥିତ ସମସ୍ତ ଲୋକଙ୍କୁ ଶୁଟିଂ ପାଇଁ ଡକାଗଲା। ଶୁଟିଂ ମଧ୍ୟ ଶେଷ ହେଲା। ଏହି ଦୃଶ୍ୟ ପାଇଁ ସେମାନଙ୍କୁ ପାଖାପାଖି ୮ ଥର ସଟ୍‌ ଦେବାକୁ ପଡ଼ିଥିଲା। ଏହାକୁ ନେଇ ଉଭୟ ବହୁତ ଖୁସି ଥିଲେ। ଫିଲ୍ମର ଶୁଟିଂ ପରେ ନିଜ ସିନ୍‌କୁ ଦେଖିବା ପାଇଁ ସେମାନେ ଚାହିଁ ବସିଥିଲେ। ମାତ୍ର ଫିଲ୍ମରେ ଏହି ଦୃଶ୍ୟକୁ ଶେଷରେ କାଟି ଦିଆଗଲା। ଫିଲ୍ମରୁ ଏହି ଦୃଶ୍ୟକୁ କଟାଯାଇ ନ ଥିଲେ ସୁହାନା ଏବଂ ଅନନ୍ୟାଙ୍କ ଡେବ୍ୟୁ ଫିଲ୍ମ ହୋଇଥାନ୍ତା ‘ମାଇଁ ନେମ୍‌ ଇଜ୍‌ ଖାନ୍‌’।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ପ୍ରଥମେ ଛେଳି ଚୋରି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri