ସୂକ୍ଷ୍ମ କଳାକୃତିରେ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା

ଖୋର୍ଦ୍ଧା ଅଫିସ,୨୪।୭: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସୂକ୍ଷ୍ମ କଳାକୃତିରେ ଶୁଭେଚ୍ଛା ଜଣାଇଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ଗୋପୀନାଥପୁର ହାଟବଜାର ଅଞ୍ଚଳର ଶିଳ୍ପୀ ଏଲ୍‌. ଈଶ୍ୱର ରାଓ। ଏକ କାଚବୋତଲ ଭିତରେ ସାଢ଼େ ୩ ଇଞ୍ଚ ଉଚ୍ଚ ଏବଂ ସାଢ଼େ ୨ଇଞ୍ଚ ଓସାରର ଏକ ଫଟୋ ଫ୍ରେମ୍‌ରେ ରାଷ୍ଟ୍ରପତି ମୁର୍ମୁଙ୍କ ଫଟୋ ପ୍ରସ୍ତୁତ କରିଛନ୍ତି। ଏଥିଲାଗି ସେ ମାଟି, ପେପର ଗ୍ଲାସ୍‌ ଓ ଚୁମ୍‌କି ବ୍ୟବହାର କରିଥିବା ରାଓ କହିଛନ୍ତି। ଏହି ନିଆରା କଳାକୃତି ଲାଗି ରାଓ ଚର୍ଚ୍ଚାକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କ ଖେଳାଇଲା ପିକଅପ୍‌ ଭ୍ୟାନ୍‌: ଦୁଇ ବାଇକ୍‌କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍‌କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…

ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…

ରୋହିତ-ଗାଏକୱାଡ କରିବେ ଓପନିଂ, ସିରାଜଙ୍କ ପ୍ରତ୍ୟାବର୍ତ୍ତନ… ଚତୁର୍ଥ ODI ପାଇଁ ଭାରତର Playing XI କିପରି ରହିବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ ପାଇଁ ଭାରତର ଚୂଡ଼ାନ୍ତ ଏକାଦଶରେ (Playing XI) କିଛି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଶୁବମନ ଗିଲ ବାକି ଥିବା…

ଅପରେସନ ବୈତରଣୀକୁ ବେଖାତିର, ଖୋଲମଖୁଲା ଚାଲିଛି…

ହାଟଡ଼ହୀ,୧୨l୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଏସ୍‌ପିଙ୍କ ଅପରେସନ ବୈତରଣୀ ଅଭିଯାନକୁ ବାଲି ମାଫିଆଙ୍କ ବେଖାତିର। ବାରମ୍ବାର ଚଢ଼ାଉ, ଗାଡ଼ି ଜବତ ହେଉଥିଲେ ହେଁ ମାଫିଆ ଖୋଲମଖୁଲା ବାଲି ଚୋରାଚାଲାଣ…

ଦୂର ହେବ LPG ଚିନ୍ତା, ଗ୍ୟାସ ସଂରକ୍ଷିତ କରି ରଖିବାକୁ ସରକାର କରିଛନ୍ତି ବଡ଼ ଯୋଜନା!

ନୂଆଦିଲ୍ଲୀ,୧୨।୧୧: ଭାରତ କର୍ନାଟକର ମାଙ୍ଗାଲୁରୁରେ ଦେଶର ସବୁଠାରୁ ବଡ଼ ଏଳପିଜି (LPG) ଭଣ୍ଡାର ଗୁମ୍ଫା ନିର୍ମାଣ କରିଛି। ଭୂପୃଷ୍ଠରୁ ପ୍ରାୟ ୧୬୦ ମିଟର ତଳେ ଅବସ୍ଥିତ ଏହି…

ବଚ୍ଚନ ହତ୍ୟା ମାମଲାର ରାୟ ପ୍ରକାଶ: ଦୁଇ ଭାଇଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ବିବଶ୍ବତ ଗୌତମ ଗୁରୁବାର ଏକ ହତ୍ୟା ମାମଲାର ଶୁଣାଣି କରି ଚୂଡାନ୍ତ ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?