ସୂର୍ଯ୍ୟନଗର ଓ ବମିଖାଲ କରୋନା ରୋଗୀଙ୍କର ରହିଛି ରାଜ୍ୟ ବାହାର ଲିଙ୍କ

ଭୁବନେଶ୍ୱର, ୪।୪(ବ୍ୟୁରୋ): ସୂର୍ଯନଗର ଓ ବମିଖାଲ କରୋନା ରୋଗୀଙ୍କ ଟ୍ରାଭେଲ ହିଷ୍ଟ୍ରି ଲିଙ୍କ ବାହାରିଛି। ଉଭୟ ମାମଲାରେ ଆକ୍ରାନ୍ତଙ୍କ ରାଜ୍ୟ ବାହାର ଲିଙ୍କ ବାହାରିଛି। ସୂର୍ଯ୍ୟନଗରରେ ରହୁଥିବା ପ୍ରଦୀପ୍ତ ଦଳ ବେହେରାଙ୍କ ସମ୍ପର୍କୀୟ କଲିକତା ଯାଇଥିଲେ ସେଠାରୁ ସେ ସଂକ୍ରମିତ ହୋଇଛନ୍ତି ଓ ବମିଖାଲ କରୋନା ରୋଗୀଙ୍କ ବାପା ଭୋପାଳରେ ରୁହନ୍ତି, ସେଠାରୁ ତାଙ୍କ ପୁଅ ସଂକ୍ରମିତ ହୋଇଛନ୍ତି। ଉଭୟ ମାମଲାରେ ବାହାରେ ରହୁଥିବା ଆକ୍ରାନ୍ତଙ୍କ ସମ୍ପର୍କୀୟ କରୋନା ପୋଜିଟିଭ ବୋଲି ଜଣାପଡିଛି।
ସେହିପରି ପୁରୀ ଜିଲ୍ଲାର ବ୍ୟକ୍ତି ଯିଏକି କରୋନା ଆକ୍ରାନ୍ତ ଅଛନ୍ତି ସେ ଭୁବନେଶ୍ୱରରେ ପୋଷ୍ଟମ୍ୟାନ ଭବେ କାର୍ଯ୍ୟ କରୁଛନ୍ତି। ଭୁବନେଶ୍ୱରର ବିଜେବି ନଗରରେ ଥିବା ପୋଷ୍ଟ ଅଫିସରେ ସେ କାମ କରୁଥିବା ବେଳେ ସେ ବିଜେବି ନଗର ଅଂଚଳ ରେ ଚିଠି ବାଣ୍ଟିଥିବା କଥା ବିଏମସି ଜାଣିବାକୁ ପାଇଛି। ଦୀଲ୍ଲିରୁ ଫେରିବା ପରେ ସେ କରୋନା ଆକ୍ରାନ୍ତ ହୋଇଥିଲେ। ବିଜେବି ନଗରରେ ବସବାସ କରୁଥିବା ଲୋକଙ୍କୁ ୧୦୪ରେ ନିଜ ନାମ ପଞ୍ଜିକରଣ କରିବା ସହ ନିଜେ ନିଜକୁ ହୋମ କ୍ୱାରେଣ୍ଟ।ଇନରେ ରହିବାକୁ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?