ସୂର୍ଯ୍ୟ ନାରାୟଣ ପାତ୍ର ହେଲେ ବାଚସ୍ପତି

ଭୁବନେଶ୍ୱର,୧।୬(ବ୍ୟୁରୋ): ଷୋଡ଼ଶ ବିଧାନସଭା ଲାଗି ଶନିବାର ପୂର୍ବାହ୍ନରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଛି। ତେବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ପ୍ରସ୍ତାବ ଆଗତ କରିବା ପରେ ବିଧାୟକମାନେ ଏହାକୁ ସମର୍ଥନ କରିଥିଲେ। ବାଚସ୍ପତି ଚୟନ ପରେ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତାମାନେ ପାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରକାଶଯୋଗ୍ୟ, ବାଚସ୍ପତି ପଦବୀ ପାଇଁ ଅନ୍ୟ କୌଣସି ଦଳ ପକ୍ଷରୁ ପ୍ରସ୍ତାବ ଦିଆଯାଇ ନ ଥିଲା। ଏଣୁ ପାତ୍ର ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହେବା ନିଶ୍ଚିତ ଥିଲା। ଏହି ନିର୍ବାଚନ ପର୍ଯ୍ୟନ୍ତ କାମଚଳା ବାଚସ୍ପତି ଭାବେ ଅମର ଶତପଥୀ ଦାୟିତ୍ୱ ତୁଲାଇ ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri