ସେକ୍ସ ର଼୍ୟାକେଟ ଠାବ: ଦମ୍ପତିଙ୍କ ସହ ୨ ଯୁବକ ଗିରଫ,୨ ଯୁବତୀ ଉଦ୍ଧାର

ରାୟଗଡ଼ା ଅଫିସ,୨୩।୯- ରାୟଗଡ଼ା ପୋଲିସ ସୋମବାର ସ୍ଥାନୀୟ ଗାୟତ୍ରୀ ନଗର ୪ର୍ଥ ଲାଇନରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ଠାବ କରିଛି। ଘର ମାଲିକଙ୍କ ସହ ୨ ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଘର ମାଲିକ ବାରଣାସି ରାଜେସ (୪୮) ତାଙ୍କ ସ୍ତ୍ରୀ ବାରଣାସି ସରସ୍ବତୀ (୪୫), ଉମରକୋଟ ଜିଲାର ପ୍ରଣବ ମଣ୍ଡଳ (୨୪ ) ଏବଂ ନବରଙ୍ଗପୁର ଜିଲାର ବିରୁ ମଜୁମଦାର। ୨ ଯୁବତୀଙ୍କୁ ପୋଲିସ ଉଦ୍ଧାର କରି କାଉନ୍‌ସେଲିଂ ପରେ ସ୍ବଧାର ଗୃହକୁ ପଠାଇ ଦେଇଛି। ଏନେଇ ପୋଲିସ ଏକ ମାମଲା (ନଂ ୩୧୧/୧୯) ରୁଜୁ କରି ତଦନ୍ତ ଚଳାଇଛି । ମଙ୍ଗଳବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ। ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆଇଆଇସି ନିହାର ରଞ୍ଜନଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଥିବା ଏସଡ଼ିପିଓ ତପନ ନାରାୟଣ ରଥ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri