Posted inଖେଳ

ସେକ୍ସ ସ୍କାଣ୍ଡାଲରେ ଧରାପଡ଼ିଥିଲେ ମହାନ୍‌ ଖେଳାଳି

ଖେଳିବା ବେଳେ ବହୁ ଅନ୍‌ ଫିଲ୍ଡ ଓ ଅଫ୍‌ ଫିଲ୍ଡ ବିବାଦରେ ଛନ୍ଦିହୋଇ ରହିଥିବା ଅଷ୍ଟ୍ରେଲିଆନ ସ୍ପିନ୍‌ କିମ୍ବଦନ୍ତୀ ଶେନ୍‌ ଓ୍ବାର୍ନ ଏକଦା ସେକ୍ସ ସ୍କାଣ୍ଡାଲରେ ଧରାପଡ଼ିଥିଲେ। ୨୦୦୬ରେ ଓ୍ବେଷ୍ଟ ଲଣ୍ଡନରେ କାଉଣ୍ଟି କ୍ରିକେଟର ଅଂଶବିଶେଷ ଥିବାବେଳେ ସେ ଦୁଇ ୨୫ ବର୍ଷୀୟା ମଡେଲଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଉକ୍ତ ଘଟଣାର ଫଟୋ ନ୍ୟୁଜ୍‌ ଅଫ୍‌ ଦ ଓ୍ବାଲର୍‌ଡ ନାମକ ଟାବଲଏଡ୍‌ରେ ପ୍ରଥମେ ପ୍ରକାଶ ପାଇଥିଲା। ତା’ପରଠୁ ତାଙ୍କ ବକ୍ତିତ୍ୱ ସହ ଯୋଡ଼ି ହୋଇଯାଇଥିଲା ଉମେନାଇଜର (ବହୁ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖୁଥିବା ବ୍ୟକ୍ତି)ଭଳି ଶବ୍ଦ। ଏ ସମ୍ପର୍କରେ ଓ୍ବାର୍ନ ନିଜ ପୁସ୍ତକ ‘ନୋ ସ୍ପିନ୍‌’ରେ ମଧ୍ୟ ପ୍ରକାଶ କରିଛନ୍ତି। ନ୍ୟୁଜିଲାଣ୍ଡ ଜନ୍ମିତ ମଡେଲ କାରୋଲି ଇଚୋଲଜ ମେସେଜ କରିଥିଲେ, ତୁମେ ଏଠାରେ ରହିବା ଦରକାର। ତା’ ପରେ ଜଣେ ମହିଳା ବନ୍ଧୁଙ୍କୁ କିସ୍‌ କରୁଥିବାର ଏକ ଫଟୋ ମଧ୍ୟ ପଠାଇଥିଲେ। ମୁଁ ସେତେବେଳେ ସାଉଥମ୍ପ୍‌ଟନଠାରେ ଥିଲି, ଆଉ ସେମାନେ ଲଣ୍ଡନରେ। ସାଙ୍ଗରେ ଭୋଡ୍‌କା ଓ ଦୁଇ ସାମ୍ପେନ ନେଇ ଏକ ଘଣ୍ଟାରେ ମଡେଲଙ୍କ ଘରେ ପହଞ୍ଚତ୍ଥିଲି। ସେଠାରେ ଲୁକ୍କାୟିତ ଅବସ୍ଥାରେ ଏକ କ୍ୟାମେରା ଥିଲା, ଯାହା ସମ୍ପର୍କରେ ମୁଁ ଜାଣି ନ ଥିଲି। ବହୁ ଡ୍ରିଙ୍କ୍‌ ଓ ସ୍ମୋକ୍‌ କରିବା ପରେ ଉଭୟଙ୍କ ସହ ସେକ୍ସ କରିଥିଲି। ଏହି ଘଟଣାର କିଛି ଫଟୋ ପରବର୍ତ୍ତୀ ରବିବାର ଟାବଲଏଡ୍‌ରେ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri