Posted inଜାତୀୟ

ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଡୋଡ଼ା ଜିଲାର ରାମବନଠାରେ ଭାରତୀୟ ସେନା ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ବଟୋଟ୍‌-ଡୋଡ଼ା ରୋଡ୍‌ରେ ସେନା ଗାଡ଼ି ଉପରେ ଶନିବାର ସକାଳ ୭ଟା ୩୦ରେ ଆତଙ୍କବାଦୀମାନେ ଆକ୍ରମଣ କରିବାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ରାମବନ ଅଞ୍ଚଳରେ ଘେରାବନ୍ଦୀ କରାଯାଇଛି। ସେନା ବାହିନୀ ଗାଡ଼ିରେ ଯାଉଥିବାବେଳେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା କୁହାଯାଉଛି। ସୂଚନାଯୋଗ୍ୟ, ଫେବୃୟାରୀ ୧୪ରେ ପୁଲଓ୍ବାମାର ଲେଥପୋରାଠାରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ପକ୍ଷରୁ ଏଭଳି ଆକ୍ରମଣ କରାଯାଇଥିଲା। ୮ ମାସ ପରେ ପୁଣି ଏଭଳି ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri