ସେନା ପୋଷାକରେ ନଜର ଆସିଛନ୍ତି ଏହି ବଲିଉଡ୍‌ କଳାକାର

ମୁମ୍ବାଇ: ବଲିଉଡ୍‌ରେ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ କାହଣୀକୁ ନେଇ ନିର୍ମାଣ କରାଯାଇଥାଏ ଫିଲ୍ମ। ଏମିତିକି ସତ ଘଟଣାକୁ ନେଇ ତିଆରି ହୋଇଥିବା ଫିଲ୍ମ ଦର୍ଶକଙ୍କ ମନକୁ ମଧ୍ୟ ବେଶ୍‌ ଛୁଇଁପାରେ। ଏହି କ୍ରମରେ ଭାରତୀୟ ସେନାଙ୍କୁ ମଧ୍ୟ ବଲିଉଡ୍‌ ପରଦାରେ ଅନେକ ସମୟରେ ସ୍ଥାନ ଦିଆଯାଇଛି। ଯାହା ସମସ୍ତଙ୍କୁ ବେଶ୍‌ ପସନ୍ଦ ଆସିଛି। ନିକଟରେ ବିକ୍କି କୌଶଲଙ୍କ ଅଭିନୀତ ଫିଲ୍ମ ‘ଉରି’ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ଏଥିରେ ରିୟଲ ସର୍ଜିକାଲ ଷ୍ଟ୍ରାଇକକୁ ସ୍ଥାନ ଦିଆଯାଇଥିଲା। ଏଥିରେ ଭିକ୍କିଙ୍କ ସେନା ପୋଷକର ଗେଟ୍‌ଅପ୍‌ ଦର୍ଶକଙ୍କୁ ପସନ୍ଦ ଆସିଥିଲା। ଏହି ଫିଲ୍ମ ଭଲ ବ୍ୟବସାୟ ମଧ୍ୟ କରିଥିଲା। ସେମିତି ଦେଶ ପ୍ରେମର କଥା କହିଥିଲା ଫିଲ୍ମ ‘ବର୍ଡର’ ଯାହା ଆଜିବି ଦର୍ଶକଙ୍କ ମନରେ ଅଭୁଲା ହୋଇରହିଛି। ସେମିତି ହ୍ରିତିକ ରୋଶନଙ୍କ ଅଭିନୀତ ଫିଲ୍ମ ’ଲକ୍ଷ୍ୟ’ ମଧ୍ୟ ଦେଶପ୍ରେମର ବାର୍ତ୍ତା ଦେଇଥିଲା। ବଲିଉଡ୍‌ର ଆହୁରି କିଛି ଫିଲ୍ମ ମଧ୍ୟ ଦେଶପ୍ରେମର ବାର୍ତ୍ତା ଦେଉଥିବା ବେଳେ ଏବେବି ଦର୍ଶକଙ୍କ ମନରେ ଅଭୁଲା ହୋଇ ରହିଛି। ସେମିତି ଅମିତାଭ ବଚ୍ଚନଙ୍କଠାରୁ ଆରମ୍ଭ କରି ଅଜୟ ଦେବଗନ, ଶାହାରୁଖ ଖାଁଙ୍କୁ ମଧ୍ୟ ସେନା ପୋଷାକରେ ବଡ ପରଦାରେ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ…

୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଭୋଟର ସର୍ଭେ

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ବଚ୍ଛ ଏବଂ ନିର୍ଭୁଲ ଓ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର…

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri